ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବୃକ୍ଷରୋପଣ କାର୍ଯ୍ୟକ୍ରମ 

ବୃକ୍ଷରୋପଣ କାର୍ଯ୍ୟକ୍ରମ 

ରାଉରକେଲା/ ମହିନ୍ଦ୍ରା ଫାଇନାନ୍ସ ଓ ଦେଓଗାଁ ସ୍ଥିତ ଗାନ୍ଧୀ ମହାବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ମହାବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ଚନ୍ଦ୍ରିକା ପଟ୍ଟନାୟକ ଏଥିରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ବିଭିନ୍ନ ପ୍ରକାରର ବୃକ୍ଷରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମକର୍ତ୍ତା ତଥା ମହିନ୍ଦ୍ରା ଫାଇନାନ୍ସ ତରଫରୁ ସର୍ବଶ୍ରୀ ସରୋଜ ମହାପାତ୍ର,ରାହୁଳ ପଲେଇ,ପୃଥିବୀ ମହାନ୍ତି, ଦିବାକର ବିଶୋଇ, ବିମ୍ବା ସାହୁ, ଅଭିଜିତ,ଅଶୋକ, ଦିଲ୍ଲୀପ,ଚିତ୍ତ,ସୌରଭ,କୃଷ୍ଣ ପ୍ରମୁଖ ଉପସ୍ଥିତ ରହି ବୃକ୍ଷରୋପଣ କାର୍ଯ୍ୟକ୍ରମର ପରିଚାଳନା ରେ ସହଯୋଗ କରିଥିଲେ ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ସିଜିମାଳି ଆନ୍ଦୋଳନକାରୀଙ୍କୁ ନ୍ୟାୟ ପ୍ରଦାନ ପାଇଁ ବୁଦ୍ଧିଜୀବୀଙ୍କ ଗଣଧାରଣା, ଖଣି ଖନନକୁ ତୁରନ୍ତ ବାତିଲ ଦାବି କରାଯାଉ ନେଇ ଦାବିପତ୍ର 

Sunil Chandra Nayak

ଧାନ କିଣା କାରବାର ସ୍ବଚ୍ଛତା ଓ ଶୃଙ୍ଖଳିତ ଉଦ୍ୟେଶ ନେଇ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତିଙ୍କ ବିଭିନ୍ନ ଧାନ ମଣ୍ଡି ପରିଦର୍ଶନ

masiha

କୁସୁମଖୁଣ୍ଟି ସହକାରୀ ଯନ୍ତ୍ରୀଙ୍କୁ ରବି ଚାଷ ପାଇଁ ଜଳସେଚନ ଦାବି କଲେ ଚାଷି

masiha

Leave a Comment

error: Content is protected !!