ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡୁମେରମୁଣ୍ଡା ଗସ୍ତରେ କଳାହାଣ୍ଡି ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ

ଡୁମେରମୁଣ୍ଡା ଗସ୍ତରେ କଳାହାଣ୍ଡି ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ

ଲାଞ୍ଜିଗଡ଼,୧୬/୦୯(ମନିସ)-ଆଜି ଦିନିକିଆ ଲାଞ୍ଜିଗଡ଼ ବ୍ଲକ ଗସ୍ତ କରିବା ସହିତ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି କଳାହାଣ୍ଡି ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶିବାଜୀ ମାଝୀ ! ଶ୍ରୀ ମାଝୀ ଆଜି ପ୍ରଥମେ ବିଶ୍ବନାଥପୁର ନିକଟସ୍ଥ ଡୁମେରମୁଣ୍ଡା ଗସ୍ତ କରିବା ସହିତ ସେଠାକାର ଲୋକଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ! ଏହାପରେ ଡୁମେରମୁଣ୍ଡାଠାରେ ଲଗାଣ ବର୍ଷାରେ ଘର ଭାଙ୍ଗି ମ୍ରୁତ୍ୟୁବରଣ କରିଥିବା ଋଷିମଣି ସାହୁଙ୍କ ଘରକୁ ଯାଇ ସମବେଦନା ଜଣାଇଥିଲେ ! ସେହିପରି ଶ୍ରୀ ମାଝୀ ଧଅଁରାଭଟାସ୍ଥିତ ଏକଲବ୍ୟ ମଡେଲ ସ୍କୁଲରେ ଅନୁଷ୍ଠିତ ଅଭିଭାବକ-ଶିକ୍ଷକ ସମ୍ମିଳନୀରେ ଅତିଥି ଭାବେ ଯୋଗଦେଇଥିଲେ ! ଏହାପରେ ଶ୍ରୀ ମାଝୀ ଲାଞ୍ଜିଗଡ଼ ଗସ୍ତ କରିବା ସହିତ ଜିଲ୍ଲା ପ୍ରଶାସନ ପକ୍ଷରୁ ଜେଏମ୍ଏଫ୍ ସି କୋର୍ଟ ପାଇଁ ସ୍ଥାନ ନିରୀକ୍ଷଣ ସମୟରେ ଉପସ୍ଥିତ ରହିଥିଲେ !

ଲାଞ୍ଜିଗଡ଼ ରୁ ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ 

Related posts

ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମ ଦିବସ ପାଳନ 

masiha

ଯାମଦା ବ୍ଳକ ପରିସରରେ ୦ ରୁ ୬ ଵର୍ଷୀୟ ଦିଵ୍ଯାଙ୍ଗ ଶିଶୁଙ୍କ ଚିହ୍ନଟ ଉଦ୍ଦେଶ୍ୟରେ ଅଙ୍ଗନବାଡ଼ି କର୍ମୀଙ୍କ ପାଇଁ କର୍ମଶାଳା

Sunil Chandra Nayak

ରାୟଗଡା ସିଜିମାଳି ପାହାଡ଼ରେ ମଧ୍ୟରାତ୍ରୀ ପୋଲିସ ଆକ୍ରମଣ: ଆଦିବାସୀଙ୍କ ଘର ଭାଙ୍ଗି,ମହିଳାଙ୍କୁ ନିର୍ଯାତନା ଘଟଣା ରେ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି.

Sunil Chandra Nayak

Leave a Comment

error: Content is protected !!