ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କଲାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଦେଲେ ମତଦାନ

ନୂଆପଡା ଜିଲ୍ଲା ସଦର ନିବାସୀ କଳାହାଣ୍ଡି ସାଂସଦ ବସନ୍ତ କୁମାର ପଣ୍ଡା ପୌର  ନିର୍ବାଚନ ରେ ଅଂଶଗ୍ରହଣ କରିଛନ୍ତି। ନିଜ ଗଣତନ୍ତ୍ର ଅଧିକାର ସାବ୍ୟସ୍ତ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ନୂଆପଡା ୱାର୍ଡ ନଂମ୍ବର ୦୫ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟରେ ହୋଇଥିବା ମତଦାନ କେନ୍ଦ୍ର ରେ ସାବ୍ୟସ୍ତ କରିଛନ୍ତି।ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ଜୁନାଗଡ଼ ରେ କୋଶଳ ରାଇଜ ଦାବି ,ବନ୍ଦ ପାଳନ ଆଂଶିକ ସଫଳ

Sunil Chandra Nayak

ଆରମ୍ଭ ହେଲା ନର୍ଲାରୋଡ ରେ ଦୁର୍ଗାପୂଜା, ସନ୍ଧ୍ୟା ଆଳତି ପାଇଁ ଜମୁଛି ଶ୍ରଦ୍ଧାଳୁ ଙ୍କ ଭିଡ଼

Sunil Chandra Nayak

କୋକସରା କଲେଜରେ ବାଳିକା ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

Sunil Chandra Nayak

Leave a Comment

error: Content is protected !!