ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅନ୍ତର୍ଜାତୀୟ ଶାନ୍ତି ଦିବସ ପାଳନ

ବ୍ରହ୍ମପୁର ସହର ଉପକଣ୍ଠ ଗୋବିନ୍ଦ ନଗର ସ୍ଥିତ କରୁଣା ଶାନ୍ତି ବିଜ୍ଞାନ ମହାବିଦ୍ୟାଳୟ ଜାତୀୟ ସେବା ସଂସ୍ଥା ଅନୁଷ୍ଠାନ ପକ୍ଷରୁ ଅନ୍ତର୍ଜାତୀୟ ଶାନ୍ତି ଦିବସ ପାଳନ ହୋଇଛି। ଅନୁଷ୍ଠାନର ଅଧ୍ୟକ୍ଷା ଡଃ ରଶ୍ମିତା ମିଶ୍ରଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମକୁ ଅଧ୍ୟାପକ ସାମନ୍ତ ଚନ୍ଦ୍ର ନାୟକ ସଂଯୋଜନା କରିଥିଲେ ଓ ଅନୁଷ୍ଠାନ ର ସମସ୍ତ ଅଧ୍ୟାପକ ଓ ଛାତ୍ରଛାତ୍ରୀ ଗଣ ସହଯୋଗ କରିଥିଲେ।

Related posts

ସହିଦ୍ ମନୋଜ କୁମାର ସ୍ବାଇଁ ଙ୍କୁ ଶ୍ରଦ୍ଧାଞ୍ଜଳି 

masiha

ମକରାଗୁଡାରେ ପିଇବା ପାଣି ସଙ୍କଟ 

masiha

ପେନସନ ଗ୍ରାହୀ ସଙ୍ଘ ପକ୍ଷରୁ ୫ ଦଫା ଦାବି ପୂରଣ ପାଇଁ ବିଡ଼ିଓଙ୍କ ଜରିଆରେ ଦାବିପତ୍ର ପ୍ରଦାନ

Sunil Chandra Nayak

Leave a Comment

error: Content is protected !!