ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜୟପାଟଣା ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଜୟପାଟଣା ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୨୫.୦୯.୨୦୨୩ // ଆଜି ଜୟପାଟଣା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସ ଡି ପି ଓ, ଧର୍ମଗଡ଼ ଶ୍ରୀ ଧିରଜ୍ କୁମାର ଚୋପ୍ ଦାର,ବ୍ଲକ୍ ଅଧ୍ୟକ୍ଷ ଶ୍ରୀ ଥବିର ବାଗଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୭୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିୟୂଜ୍ ସର୍ଭିସ୍ 

Related posts

ଡ଼ାଇଭାରସନ ନିର୍ମାଣରେ ତ୍ରୁଟି, ଗମନାଗମନ ବ୍ୟାହତ

masiha

ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ 

masiha

ଶିକ୍ଷକ ଅଭିଭାବକ ସମ୍ମିଳନୀ

Sunil Chandra Nayak

Leave a Comment

error: Content is protected !!