ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବାଇକରୁ ପଡି ଅଧ୍ୟାପକ ଗୁରୁତର

ନୂଆପଡା ଜିଲ୍ଲା ବୁଦ୍ଧିକୋମନା କଲେଜର ଅର୍ଥନୀତି ବିଭାଗର ଅଧ୍ୟାପକ ରାଜକୁମାର ସୁନାନୀ ବାଇକରୁ ପଡି ଗୁରୁତର ଆହତ ହୋଇଛନ୍ତି ।କଲେଜ କାମରେ ଯାଉ ଥିବା ବେଳେ ବାଇକରୁ ପଡି ଯାଇ ଥିଲେ । ସେ ଏବେ ଭଵାନୀପାଟଣାର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସେ ଅଧ୍ୟାପନା କରୁ ଥିବା ବେଳେ ଜଣେ ସମାଜସେବୀ ଅଟନ୍ତି । ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ଏନପିଏସ ଶିକ୍ଷକ ସଂଘ ପକ୍ଷରୁ ଏବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା

ଆଜି ପବିତ୍ର ମହାଳୟା: ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ

Sunil Chandra Nayak

ଅବକାରୀ ବିଭାଗ ଦ୍ୱାରା ସୁଦୃକୁମ୍ପା ଅଞ୍ଚଳ ରୁ ୮କୁଇଣ୍ଟାଲ ମହୁଲ ଫୁଲ ଜବତ

Sunil Chandra Nayak

Leave a Comment

error: Content is protected !!