ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବିଜେଡି ରେ ଯୋଗଦାନ

ବିଜେଡିରେ ଯୋଗଦେଲେ ଖଡିଆଳ ବ୍ଲକ ସୁନାରି ସିକୁଆଁ ଗ୍ରାମ ପଞଚାୟତର ନବନିର୍ବାଚିତ ସରପଂଚ ଭୋଲେଶ୍ୱରି ଦାସ । ଏହି ପରିପ୍ରେକ୍ଷୀରେ ଦଳ ପକ୍ଷରୁ ନୂଆପଡା ବିଧାୟକ ରାଜେନ୍ଦ୍ର ପ୍ରସାଦ ଢୋଲକିଆ , ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲ ,ନିର୍ବାଚିତ ଜିଲା ପରିଷଦ ସଦସ୍ୟ ଉପସ୍ଥିତ ଥିଲେ । ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ଚିକିତ୍ସାଧିନ ଅବସ୍ଥା ରେ ଆଖିବୁଜି ଦେଲେ ଖଟିଆ ବୁହା ପ୍ରସୂତୀ

Sunil Chandra Nayak

କୈଳାସ ଚ଼ନ୍ଦ୍ର ପାଢ଼ୀ ଙ୍କ କବିତା ।। ସଂଗ୍ରାମ ରଖ ଜାରି ।।

Sunil Chandra Nayak

ନଳିନୀ ପ୍ରଭା ମିଶ୍ର ଙ୍କ କବିତା ଅନ୍ଵେଷଣ

Sunil Chandra Nayak

Leave a Comment

error: Content is protected !!