ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କେସିଙ୍ଗା ଏନଏସି ଅଧ୍ୟକ୍ଷ ଭାବେ ବିଜେଡିର ନୃପରାଜ ଯାଦବ ବିଜୟୀ

କେସିଙ୍ଗା: କେସିଙ୍ଗା ଏନଏସି ନିର୍ବାଚନରେ ବିଜେଡି ପ୍ରାର୍ଥୀ ନୃପରାଜ ଯାଦବ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ କଂଗ୍ରେସ ପ୍ରାର୍ଥୀ ରାମକୁମାର ଜୈନଙ୍କ ଠାରୁ ୯୧୨ଟି ଅଧିକ ଭୋଟ ପାଇ ବିଜୟୀ ହୋଇଛନ୍ତି। ନୃପରାଜ ୫୧୦୩ ଖଣ୍ଡ ଭୋଟ ପାଇଥିବା ବେଳେ ରାମକୁମାର ୪୧୯୧ ଖଣ୍ଡ, ବିଜେପି ପ୍ରାର୍ଥୀ ସଚିନ ଜୈନ ୧୫୮୭ ଖଣ୍ଡ, ଆପ ପ୍ରାର୍ଥୀ ୬୬ଖଣ୍ଡ ଏବଂ ସ୍ୱାଧୀନ ପ୍ରାର୍ଥୀ ମୋତି କୈବର୍ତ୍ତ ୧୪୬ଖଣ୍ଡ ଭୋଟ ପାଇଥିବା ଜଣାପଡିଛି। ସେହିପରି ୧୧ଟି ୱାର୍ଡ ମଧ୍ୟରୁ ବିଜେଡି ୯ଟି, ବିଜେପି, କଂଗ୍ରେସ ଏବଂ ସ୍ୱାଧୀନ ପ୍ରାର୍ଥୀ ଗୋଟିଏ ଲେଖାଏଁ ୱାର୍ଡ ରେ ବିଜୟୀ ହୋଇଛନ୍ତି। ମ ନି ସ 

Related posts

ସାଲେବିଡି ଠାରେ ଘୁମୁରା ପ୍ରତିଯୋଗିତା ଅନୁଷ୍ଠିତ

Sunil Chandra Nayak

ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା 

ମେ’ ୩୧ ବ୍ରଜରାଜନଗର ଉପନିର୍ବାଚନ ପାଇଁ ପଡିବ ଭୋଟ, ଜୁନ୍ ୩ରେ ହେବ ଭୋଟଗଣତି

Leave a Comment

error: Content is protected !!