ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଲୁକା କଳା ରେ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି

ବାଲୁକା କଳା ରେ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି

କର୍ଲାମୁଣ୍ଡା: ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୭ ତମ ଜୟନ୍ତୀ ଉପଲକ୍ଷେ ବାଲୁକା ଶିଳ୍ପୀ ଓମ୍ ପ୍ରକାଶ ସାହୁ ୬ଫୁଟ ଉଚ୍ଚତା ବିଶିଷ୍ଟ ବାଲୁକା ପ୍ରତିମୂର୍ତ୍ତି ନିର୍ମାଣ କରି ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ସୀମାନ୍ତ ପତ୍ରିକା ପ୍ରତିଷ୍ଠାତା ଓ ବିଶିଷ୍ଟ ବଂଶୀ ବାଦକ ପଦ୍ମ ଚରଣ ପାତ୍ରଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା

masiha

UAIL, DHH Jointly Organise Blood Donation Camp  , 229 Units Collected

Sunil Chandra Nayak

ବଜ୍ର ପାତରେ ଶ୍ରମିକଙ୍କ ମୃତ୍ୟୁ

Leave a Comment

error: Content is protected !!