ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁରେ ମିଶନ ଶକ୍ତି କର୍ମୀମାନଙ୍କୁ ସ୍କୁଟର ବଣ୍ଟନ

ଡାବୁଗାଁରେ ମିଶନ ଶକ୍ତି କର୍ମୀମାନଙ୍କୁ ସ୍କୁଟର ବଣ୍ଟନ

ଡାବୁଗାଁ, ୧୧/୧୦ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରରେ ସରକାର ଙ୍କ ମିଶନ ଶକ୍ତି ସ୍କୁଟର ଯୋଜନାରେ ୧୧ ଜଣ ମିଶନ ଶକ୍ତି କର୍ମୀ ଙ୍କୁ ସ୍କୁଟର ବୁଧବାର ବଣ୍ଟନ କରାଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଗାଡି ଗୁଡିକ ପ୍ରଦାନ କରିଥିଲେ | ଏଥିରେ ବ୍ଲକର ଏମ.ବି.କେ-୯ ଜଣ, ବି.ସି.ଏ-୧ ଜଣ ଓ ବ୍ୟାଙ୍କମିତ୍ର ୧ ଜଣ ମୋଟ ୧୧ ଜଣ ଙ୍କୁ ସ୍କୁଟର ପ୍ରଦ୍ନ କରାଯାଇଛି | ଏହି କାର୍ଯ୍ୟକ୍ରମ ରେ ଜିଲା ପରିଷଦ ସଭ୍ୟ ଧନସିଂ ଭତ୍ରା ଓ ଗୁପ୍ତ ବିଶୋୟୀ, ସିଡିପିଓ ମିନତୀ ଦାଶ, ଏବିଡିଓ ପଦ୍ମନାଭ ତ୍ରିପାଠୀ, ଡାବୁଗାଁ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ପରିଚାଳକ ନୀତିଶ ସ୍ଵାଇଁ, ଅଙ୍ଗନୱାଡି ସୁପରଭାଇଜର ରୋଜାଲିନୀ ପ୍ରଧାନ, କେସିସି ବ୍ୟାଙ୍କ ସୁପରଭାଇଜର ବିଶ୍ଵମ୍ବର ମାଳୀ, ଡାବୁଗାଁ ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକ ହରିବନ୍ଧୁ ମିର୍ଗାନ, ମିଶନ ଶକ୍ତି ବିପିଏ ନବୀନ ଭତ୍ରା, ପେସା ସଂଯୋଜକ ଶୁଭଶ୍ରୀ ମହାଙ୍କୁଡ ଓ ମିଶନ ଶକ୍ତି କର୍ମୀ ମାନେ ଯୋଗ ଦେଇଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ପଦୋନ୍ନତି ସମୟ ସୀମାରେ କୋହଳ ପାଇଁ ରାୟଗଡ଼ା ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ତରଫରୁ କୃତଜ୍ଞତା

Sunil Chandra Nayak

ଜିଲ୍ଲା ଆଇନ ସେବା ପ୍ରାଧିକରଣର ପାରା ଲିଗାଲ ସ୍ଵେଚ୍ଛାସେବିଙ୍କୁ ପ୍ରଶିକ୍ଷଣ ଶିବିର

Sunil Chandra Nayak

ବହୁ ଚର୍ଚ୍ଚିତ ଵହଳଦା- ତିରିଂ ରାସ୍ତା ଦୁର୍ଘଟଣାରେ ୪ ମୃତକଙ୍କୁ କ୍ଷତିପୂରଣ ନେଇ ୨୫ଘଣ୍ଟାରୁ ଉର୍ଦ୍ଧ୍ବ ରାସ୍ତାରୋକ, ପ୍ରଶାସନ ର ହସ୍ତକ୍ଷେପ ପରେ ସମାଧାନର ବାଟ ଫିଟିଲା

masiha

Leave a Comment

error: Content is protected !!