ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁରେ ନୂତନ ବନାଞ୍ଚଳ ଅଧକାରୀଙ୍କ ଯୋଗଦାନ 

ଡାବୁଗାଁରେ ନୂତନ ବନାଞ୍ଚଳ ଅଧକାରୀଙ୍କ ଯୋଗଦାନ 

 ଡାବୁଗାଁ, ୧୨/୧୦ (ମ.ନି.ସ.)- ଗୁରୁବାର ନବରଙ୍ଗପୁର ଜିଲା ଡାବୁଗାଁ ବନାଞ୍ଚଳ କାର୍ଯ୍ୟ|ଳୟରେ ନୂତନ ବନାଞ୍ଚଳ ଅଧିକାରୀ ଭାବେ ତଡିତ ସ୍ଵାଇଁ ଗୁରୁବାର ଯୋଗଦାନ କରିଛନ୍ତି | ସେ ପୂର୍ବରୁ ନବରଙ୍ଗପୁର ବନାଞ୍ଚଳ କାର୍ଯ୍ୟ|ଳୟରେ କାର୍ଯ୍ୟ କରୁଥିଲେ | ଡାବୁଗାଁ ବନାଞ୍ଚଳ ଅଧିକାରୀ ସେତୁରଞ୍ଜନୀ ଗମାଙ୍ଗ ଙ୍କ ର ରାଉଲକେଲା ବନଖଣ୍ଡ ଅଧୀନ ବାଙ୍କୀ ବନାଞ୍ଚଳ କାର୍ଯ୍ୟ|ଳୟକୁ ବଦଳି ହୋଇଛି |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ରାଇରଙ୍ଗପୁରରେ ଗଜାନନ ବେଶରେ ଦର୍ଶନ ଦେଲେ ସାଆନ୍ତେ 

masiha

ରାଇଘର ବ୍ଲକରେ ଗଠନ ହେଲା ସ୍ବଚ୍ଛାସେବୀ ସଙ୍ଗଠନ , ଏକତା ସାମାଜିକ ସଂଗଠନ ନାମରେ ନାମିତ 

Sunil Chandra Nayak

ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ:ଅନାଥ ଏବଂ ଏକକ ପିତାମାତା ଶିଶୁ ଙ୍କ ଥଇଥାନ ପାଇଁ ରଣନୀତି ପ୍ରସ୍ତୁତି 

masiha

Leave a Comment

error: Content is protected !!