ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ଢେଙ୍କାନାଳ (ମନିସ )8/11/23 // ଆଜି ପୂର୍ବାହ୍ନରେ ନୂତନ ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଶ୍ରୀ ଅଭିଷେକ ବେହେରା ଦାୟିତ୍ୱ ଗ୍ରହଣ କରିଛନ୍ତି l ଡିଆଇପିଆରଓ ଦାୟିତ୍ୱରେ ଥିବ ଶ୍ରୀ ରମେଶ ଚନ୍ଦ୍ର ସାହୁ ଶ୍ରୀ ବେହେରାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି l ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର କର୍ମଚାରୀମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ l

ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ଲାଞ୍ଜିଗଡ ବ୍ଲକରେ ସାମାଜିକ ସୁରକ୍ଷା ଭତ୍ତା ୨୫୦୦ଟଙ୍କା କରିବା ପାଇଁ “ମୁଇଁ କଳାହାଣ୍ଡିଆ ଫର କଳାହାଣ୍ଡି” ସଙ୍ଗଠନର ଦସ୍ତଖତ ଅଭିଯାନ

masiha

ମିଶନଶକ୍ତି ଓଡିଆ କବି ସମ୍ମିଳନୀ 

masiha

ସର୍ଵ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପାନୀୟ ଜଳ ସେବା ଶିବିର ଉଦଘାଟିତ

masiha

Leave a Comment

error: Content is protected !!