ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମପରାୟଣ ମହିଳାଙ୍କ ପରଲୋକ

ଧର୍ମପରାୟଣ ମହିଳାଙ୍କ ପରଲୋକ

ଜୁନାଗଡ଼,୧୩।୧୧( ମ ନିସ )-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଚୈଗୁଡା ପଞ୍ଚାୟତ ଅନ୍ତର୍ଗତ ନୂଆଗୁଡା ଗ୍ରାମର ଧର୍ମପରାୟଣ ମହିଳା ସୁଭଦ୍ରା ଦାଶ(୮୭)ଙ୍କ ରବିବାର ସଂନ୍ଧ୍ୟାରେ ନିଜ ବାସ ଭବନରେ ପରଲୋକ ହୋଇଯାଇଛି।ତାଙ୍କ ପରଲୋକ ଖବର ଶୁଣି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଗତ କିଛି ମାସ ହେଲା ସେ ଯକୃତ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଅଞ୍ଚଳରେ ଜଣେ ଧର୍ମପରାୟଣ ମହିଳା ଭାବେ ସେ ବେଶ ପରିଚିତ ଥିଲେ।ତାଙ୍କ ଶେଷ ଦର୍ଶନ ସମୟରେ ଅଞ୍ଚଳର ଶତାଧିକ ଲୋକଙ୍କ ଜନ ସମାଗମ ହୋଇଥିଲା।ବଡ଼ ପୁଅ ହୃଷିକେଶ ମୁଖାଗ୍ନି ଦେଇଥିଲେ। ତାଙ୍କ ପରଲୋକ ଖବର ଶୁଣି ଅନେକ ମାନଗଣ୍ୟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

ଜୁନାଗଡ଼ ରୁ ନରେନ୍ଦ୍ର ଖିତି ଙ୍କ ରିପୋର୍ଟ୍ 

Related posts

ଦିଲ୍ଲୀ ଅଭି ମୁଖେ ଚକୋଟିଆ ଭୁଞ୍ଜିଆ ଦମ୍ପତିଙ୍କ ଯାତ୍ରା

masiha

୫୪ ବର୍ଷରେ ଲଙ୍କେଶ୍ୱରୀ କ୍ଲବ ପୂଜା ମଣ୍ଡପ, ମନମୋହୁଛି ଅକ୍ଷରଧାମ ତୋରଣ,ଭିଡ ଜମୁଛି ବିଭିନ୍ନ ପୂଜା ମଣ୍ଡପରେ

masiha

ଚେମ୍ବର ଅଫ କମର୍ସ,ଧର୍ମଗଡ ଆନୁକୁଲ୍ୟରେ ନବ ନିର୍ବାଚିତ ମାଟିର ସନ୍ତାନ ଧର୍ମଗଡ ବିଧାୟକ ଶ୍ରୀ ପଟ୍ଟଯୋଷୀ ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

masiha

Leave a Comment

error: Content is protected !!