ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଶ୍ବନାଥପୁରଠାରେ ମିଶନଶକ୍ତି କାଫେ ଉଦଘାଟିତ

ବିଶ୍ବନାଥପୁରଠାରେ ମିଶନଶକ୍ତି କାଫେ ଉଦଘାଟିତ

ଲାଞ୍ଜିଗଡ଼,୧୬/୧୧(ମନିସ )-ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ଦ୍ବାରା ବିଶ୍ବନାଥପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ମିଶନଶକ୍ତି କାଫେ ଉଦଘାଟିତ ହୋଇଯାଇଛି ! ବିଧାୟକ ଶ୍ରୀ ଦିଶାରୀଙ୍କ ସହିତ କଳାହାଣ୍ଡି ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀ, ବିଧାୟକ ପ୍ରତିନିଧି ପ୍ରଦୀପ କୁମାର ଘଡ଼େଇ, ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଲାଞ୍ଜିଗଡ଼ ବିଡିଓ ଶଶାଙ୍କ ପାତ୍ର, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ ନାୟକ, ସହକାରୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ, କନିଷ୍ଠ ଯନ୍ତ୍ରୀ ସ୍ମିତା ବିଶ୍ବାଳ, ଜିଲ୍ଲା ପରିଷଦ ସଭ୍ୟ ଅଞ୍ଜଳୀ ମାଝୀ, ପରୀକ୍ଷିତ ନାଏକ, ଲାଞ୍ଜିଗଡ଼ ରୋଡ଼ ସରପଞ୍ଚ ମମତା ଶବର, ସମିତିସଭ୍ୟା ମୁକ୍ତା ଭୋଇ, ପୂର୍ବତନ ସରପଞ୍ଚ ଟଙ୍କଧର ମାଝୀ, ବିଜେଡି ଜୋନ୍ ସଭାପତି ଚନ୍ଦ୍ରଶେଖର ମହାପାତ୍ର, ବିଜେଡି ଜିଲ୍ଲା ସଂପାଦକ ଜଗଦୀଶ ବେନିଆଁ, ପାତ୍ର ମାଝୀ, ବରିଷ୍ଠ ବିଜେଡି ନେତା ହରିଶ୍ଚନ୍ଦ୍ର ବୁଦ୍ଧିଆ, ହରିଶଙ୍କର ପାତ୍ର, ସରୋଜ ପ୍ରଧାନ, ଡିଲେଶ ନାଗ ପ୍ରମୁଖ ଉପସ୍ଥିତ ଥିଲେ ! ତେବେ ରାସ୍ତା ସମସ୍ୟାକୁ ନେଇ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁଁ ତ୍ରିଲୋଚନପୁର ପଞ୍ଚାୟତର ପାର୍କ ଓ ଫୁଲଡୁମେର ଛେଳି ହଷ୍ଟେଲ ଉଦଘାଟନ କାର୍ଯ୍ୟକ୍ରମ ଅଧାରୁ ବାତିଲ ହୋଇଥିଲା !

ଲାଞ୍ଜିଗଡ଼ ରୁ ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ୍ 

Related posts

ତୁଳସୀଡୁଙ୍ଗରି ଠାରେ ପଞ୍ଚମ ତମ ମହାଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଛି 

Sunil Chandra Nayak

ସମ୍ମାନିତ ଉତ୍ସବ ଏବଂ ରକ୍ତଦାନ ଶିବିର ଅନୁଷ୍ଠିତ , ବିଷ୍ଣୁ ଚରଣ ସ୍ୱାଇଁ ସମ୍ମାନିତ 

masiha

ତେନ୍ତୁଳିଖୁଣ୍ଟି ବ୍ଲକ ରେ ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି :୫୩ ଅଭିଯୋଗ ରୁ ୧୬ ଗୋଷ୍ଠି ସମସ୍ୟା

Leave a Comment

error: Content is protected !!