ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଉପାଧ୍ୟାକ୍ଷଙ୍କୁ ବ୍ଲକ ପ୍ରଶାସନର ସ୍ବାଗତ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକର ନବନିର୍ବାଚିତ ଉପାଧ୍ୟାକ୍ଷ ସୁରେନ୍ଦ୍ର ଭୋଇଙ୍କୁ ଆନୁଷ୍ଠାନିକ ଭାବେ ବ୍ଲକ କାର୍ଯ୍ୟାଳୟ ରେ ପହଂଚିବା ପରେ ତାଙ୍କୁ ପ୍ରଶାସନ ପକ୍ଷରୁ ସ୍ୱାଗତ କରାଯାଇଥିଲା l ବିଡ଼ିଓ ପ୍ରିୟଦର୍ଶିନୀ ମିର୍ଧା ଫୁଲତୋଡ଼ା ଦେଇ ତାଙ୍କୁ ସ୍ୱାଗତ କରିଥିଲେ l (କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା)

Related posts

ପରିବେଶ ସୁରକ୍ଷା ନିମନ୍ତେ ଅହେତୁକ ଅବଦାନ ପାଇଁ ମହାମହିମ ରାଜ୍ୟପାଳ ଙ୍କ ଠାରୁ ପୁରସ୍କୃତ ହେଲେ ଢେଙ୍କାନାଳ ମାଟି ର ଯୁବ ପରିବେଶବିତ୍ ଶୁଭ୍ରାଂଶୁ ଶତପଥୀ

କାଙ୍ଗାଳି ଚରଣ ସେଠୀ ଙ୍କ କବିତା ରୂପାଙ୍ଗନା ଋତୁମତି

ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Sunil Chandra Nayak

Leave a Comment

error: Content is protected !!