ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଉତ୍କଳଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସାମାଜିକ କାର୍ଯ୍ୟକ୍ରମ 

ଉତ୍କଳଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସାମାଜିକ କାର୍ଯ୍ୟକ୍ରମ 

ରାଉରକେଲା/ ଉତ୍କଳଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମନ୍ବୟ ଯୁବ ବିକାଶ କାର୍ଯ୍ୟକ୍ରମର ଦ୍ବିତୀୟ ପର୍ଯ୍ୟାୟ ସାମାଜିକ କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷା ମଞ୍ଜୁଲତା ଦେହୁରୀଙ୍କ ସଭାପତିତ୍ବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷା କାର୍ଯ୍ୟକ୍ରମ ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ସାମାଜିକ କାର୍ଯ୍ୟକ୍ରମରେ ସଂଯୋଜିକା ଅଧ୍ୟାପିକା ରୀତା ରାୟ ସ୍ବାଗତ ଭାଷଣ ରଖିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ମାନେ ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମରେ ବୈକୁଣ୍ଠ ଘାଟ ପରିସ୍କାର ପରିଛନ କରିଥିଲେ। ତାହା ସହିତ ଛାତ୍ର ଛାତ୍ରୀ ମାନେ ନିଶା ନିବାରଣ, ପ୍ଲାଷ୍ଟିକ ବର୍ଜନ ଇତ୍ୟାଦି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀ ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

Tributes Paid to Musician Sikandar Alam on His Death Anniversary.

Sunil Chandra Nayak

ଷ୍ଟର୍ମ ୱାଟର ଡ୍ରେନେଜ୍ ସିଷ୍ଟମ୍ ପ୍ରକଳ୍ପର ମାଷ୍ଟର୍ ପ୍ଲାନ୍ ପାଇଁ ବୁଝାମଣା ପତ୍ର ସ୍ଵାକ୍ଷରିତ

Sunil Chandra Nayak

ପଞ୍ଚାୟତ ରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ଓ ସି ୱାଇ ଏସ ଡି ମିଳିତ ଆନୁକୁଲ୍ୟରେ ୱାର୍ଡ ସଭ୍ୟ ସଭ୍ୟା ଙ୍କୁ ପ୍ରାରମ୍ଭିକ ପ୍ରଶିକ୍ଷଣ ଉଦଯାପିତ

Sunil Chandra Nayak

Leave a Comment

error: Content is protected !!