ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଏଡିଜେ କୋର୍ଟ ସ୍ଥାପନ ଦାବିରେ ବୁଧୁବାର ଖଡ଼ିଆଳ ବନ୍ଦ

ଏଡିଜେ କୋର୍ଟ ସ୍ଥାପନ ଦାବିରେ ବୁଧୁବାର ଖଡ଼ିଆଳ ବନ୍ଦ

ବୁଧବାର ଖଡ଼ିଆଳ ବନ୍ଦ ଡାକରା ଦେଇଛି ମିଳିତ ନାଗରିକ ମଞ୍ଚ। ଖଡ଼ିଆଳ ଠାରେ ଅତିରିକ୍ତ ଜିଲା ଜଜ୍ କୋର୍ଟ ସ୍ଥାପନ ଦାବୀରେ ମିଳିତ ନାଗରିକ ମଞ୍ଚର ଆହ୍ବାନ କ୍ରମେ ବୁଧୁବାର ସକାଳ ୬ ଘଣ୍ଟାରୁ ସନ୍ଧ୍ୟା ୬ ଘଣ୍ଟା ପର୍ଯ୍ୟନ୍ତ ଖଡ଼ିଆଳ, ବୋଡ଼େନ ଏବଂ ସିନାପାଲି ସହରକୁ ବନ୍ଦ ଡାକରା ଦିଆଯାଇଛି। ଏଥିରେ ସମସ୍ତ ଦୋକାନ ବଜାର, ସ୍କୁଲ୍ କଲେଜ୍, ବ୍ୟାଙ୍କ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ତଥା ଗାଡ଼ି ଚଳାଚଳ ବନ୍ଦ ରହିବ ବୋଲି ଡ଼ାକରା ଦିଆଯାଇଛି।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ବ୍ଲକ ମୁଖ୍ୟାଳୟରୁ ଆରମ୍ଭ ହେଲା ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ

masiha

ପ୍ରଧାନମନ୍ତ୍ରୀ ଅIପ୍ପରେଣ୍ଟିସିପି ମେଳା 2024 ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ, ରାୟଗଡା ରେ ଅନୁଷ୍ଠିତ

masiha

ରାୟଗଡାରେ ହକି ବିଶ୍ୱ କପ୍ ଟ୍ରଫିକୁ ଭବ୍ୟ ସ୍ୱାଗତ କଲା ଜିଲ୍ଳା ପ୍ରଶାସନ

Sunil Chandra Nayak

Leave a Comment

error: Content is protected !!