ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶ୍ରୀ ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟରେ ବିପର୍ଯ୍ୟୟ ପରିଚାଳନା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଶ୍ରୀ ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟରେ ବିପର୍ଯ୍ୟୟ ପରିଚାଳନା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ରାଜନଗର ବ୍ଲକ୍ ଶ୍ରୀ ଶ୍ରୀ ଜଗନ୍ନାଥ ସ୍ନାତକ ମହାବିଦ୍ୟାଳୟରେ ବିପର୍ଯୟ ପରିଚାଳନା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ +୩ର ସମସ୍ତ ଛାତ୍ର ଛାତ୍ରୀ ଯୋଗଦେଇଥିଲେ। ଅନୁଷ୍ଠାନର ଅଧ୍ୟକ୍ଷ ଅତୁଲ ବଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ପ୍ରଶିକ୍ଷକ ଭାବେ ଗୌରହରି ନନ୍ଦ,ଜୟପ୍ରକାଶ ସାମନ୍ତରାୟ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଛାତ୍ର ଛାତ୍ରୀ ବିପର୍ଯ୍ୟୟ କୁ କିପରି ମୁକାବିଲା କରିବେ ଏନେଇ ଶ୍ରୀ ନନ୍ଦ ବୁଝାଇବା ସହିତ ଅଭ୍ୟାସ କରାଇଥିଲେ। ଅଧ୍ୟାପକ ପର୍ଶୁରାମ ନାଥ ଧନ୍ୟବାଦ୍ ଦେଇଥିଲେ। କାର୍ଯ୍ୟକ୍ରମକୁ ଅଧ୍ୟାପକ ପ୍ରଣୟ କୁମାର ବେହେରା,ପ୍ରତାପ କୁମାର ସ୍ବାଇଁ,ରଞ୍ଜନ ଦଳାଇ,ଅଧ୍ୟାପିକା ରାଜଶ୍ରୀ ସାମନ୍ତ,ପ୍ରଣତି ନାୟକ, ମୁନ୍ ମୂନ୍ ଦାସ,ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।

କେନ୍ଦ୍ରାପଡ଼ା ରୁ ସମୀର କୁମାର ପ୍ରଧାନଙ୍କ ରିପୋର୍ଟ ମସିହା ନ୍ୟୁଜ୍

Related posts

ଦଧି ବାମନଙ୍କ ନୂଆଖାଇ ଲଗ୍ନ ଧାର୍ଯ୍ୟ

masiha

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର 

masiha

ଉତ୍କଳ ସମ୍ମିଳନୀ ରାଉରକେଲା ଶାଖା ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ ମଧୁବାବୁ 

Sunil Chandra Nayak

Leave a Comment

error: Content is protected !!