ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୋଲାପ ଫୁଲ ଦେଇ ସଡକ ସୁରକ୍ଷା ସଚେତନତା

ଗୋଲାପ ଫୁଲ ଦେଇ ସଡକ ସୁରକ୍ଷା ସଚେତନତା 

ଡାବୁଗାଁ, ୨୮/୧୨ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ – ଉମରକୋଟ ମୁଖ୍ୟ ରାସ୍ତାରେ ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଇଷ୍ଟ ଇଣ୍ଡିଆ କନସୋରଟିୟମ ସଂସ୍ଥା ତରଫରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ହେଲମେଟ ବିନ୍ଧିବା, ୨ ଚକିଆ ଗାଡିରେ ୨ ଜଣରୁ ଅଧିକ ବସନ୍ତୁ ନାହିଁ, ସିଟ ବେଲ୍ଟ ଲଗାଇ ଗାଡି ଚଲାନ୍ତୁ, ମଦ୍ୟପାନ କରି, ମୋବାଇଲ ଧରି କିମ୍ବା ଅନ୍ୟ ମନସ୍କ ହୋଇ ଗାଡି ଚଲାନ୍ତୁ ନାହିଁ ବୁଝାଇବ ସହ ଗୋଲାପ ଫୁଲ ଓ ଜଗନ୍ନାଥ ଙ୍କ ଫଟୋ ଥିବା ଲକେଟ ଦେଇ ଗାଡି ଚାଳକ ମାନଙ୍କୁ ଦେଇ ସଚେତନ କରଯାଇଥିଲା | ଏଥିରେ ଟିମ ଲିଡର ଚକ୍ରଧର ମହାରଣା, ଏକାଦଶୀ ପରିଡା, ଗଦାଧର ମହାରଣା, ମୃତ୍ୟୁଞ୍ଜୟ ମୁଦୁଲି, ନକୁଳ ବରାଳ ଓ ଡାବୁଗାଁ ଥାନାର ପୋଲିସ କର୍ମଚାରୀ ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଗୁଣପୁରର ବେଆଇନ କ୍ଲିନିକ ଉପରେ ସ୍ବାସ୍ଥ୍ୟ ବିଭାଗର ଚଢାଉ: ୬ ମହଲା କୋଠା ସିଲ,ଆଲଟ୍ରା ସାଉଣ୍ଡ ଗାଏବ

Sunil Chandra Nayak

ସଫଳ ରୂପ ନେବ କଳା, ସଂସ୍କୃତି ଓ ପର୍ଯ୍ୟଟନ ଆନ୍ଦୋଳନର ଅନ୍ତଃସ୍ୱର ସାରା ଜିଲ୍ଲାରେ ପର୍ଯ୍ୟଟନ ଆନ୍ଦୋଳନକୁ ରାହା ଦେଖାଇବ ଡଙ୍ଗରଗଡ଼ ମହୋତ୍ସବ

masiha

ବିଶିଷ୍ଟ ମହିଳା ସମାଜସେବୀ ଗାନ୍ଧୀ ବାଦୀ ତଥା ସର୍ବୋଦୟ ଜିଲ୍ଲା ସଭାପତି ଓ ସ୍ଵାଧୀନତା ସଂଗ୍ରାମୀ ରବି ମାଝୀ ଙ୍କ ପୁତ୍ରବଧୂ ଶ୍ରୀମତୀ ନୟନା ମାଝୀ ଙ୍କ ଦେହ ଅସୁସ୍ଥ:ଭେଟିଲେ କଂଗ୍ରେସ ଜିଲ୍ଲା ସଭାପତି ଓ ମହିଳା ସାମାଜ ସେବୀ 

masiha

Leave a Comment

error: Content is protected !!