ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମ ପରାୟଣ ମହିଳାଙ୍କ ଦେହାନ୍ତ 

ଧର୍ମ ପରାୟଣ ମହିଳାଙ୍କ ଦେହାନ୍ତ 

ମୟୂରଭଞ୍ଜ – ( ମସିହା) ରାଇରଙ୍ଗପୁର ବ୍ଳକର ଭାଲୁଵସା ପଞ୍ଚାୟତର ଧର୍ମ ପରାୟଣ ମହିଳାଙ୍କ ନାଗଭଣ ଗ୍ରାମର ଧଳାଡିହି ସାହିର ଧର୍ମପରାୟଣ ମହିଳା ଲକ୍ଷ୍ମିମଣୀ ମହାନ୍ତ (୬୫)ଙ୍କର ରାଇରଙ୍ଗପୁର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି। ସେ ଜଣେ ଅମାୟିକ,ମେଳାପି, ମିଷ୍ଟଭାଷୀ ମହିଳା ଥିଲେ । ବିଭିନ୍ନ ଧାର୍ମିକ ଅନୁଷ୍ଠାନ ସହିତ ଜଡ଼ିତ ଥିଲେ । ତାଙ୍କ ମୃତ୍ୟୁରରେ ଗାଁ ରେ ଶୋକରେ ଛାୟା ଖେଳିଯାଇଛି । ତାଙ୍କର ଶୁଭେଛୁ,ଆତ୍ମୀୟ, ବିଭିନ୍ନ ସଂଗଠନର ସଦସ୍ୟ ମାନେ ତାଙ୍କ ବାସ ଭବନକୁ ଯାଇ ଶେଷ ଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ଵାଳ ଙ୍କ ରିପୋର୍ଟ୍ 

Related posts

ରୁପ୍ରାରୋଡ ୟଙ୍ଗ ବ୍ଲଡ଼ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

masiha

ଏମଜିଏନଆରଏଜିଏରେ ପ୍ରଶାସନିକ କଣ୍ଟିଜେନ୍ସି କିଣାରେ ଅନିୟମିତତାର ତଦନ୍ତ ଦାବି 

masiha

ଗୋବର୍ଦ୍ଧନପୁର କ୍ଳଷ୍ଟରସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ 

masiha

Leave a Comment

error: Content is protected !!