ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପ୍ରଧାନମନ୍ତ୍ରୀ ଆବାସ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ପ୍ରଧାନମନ୍ତ୍ରୀ ଆବାସ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ଜୁନାଗଡ଼,୩୦/୧୨(ମ ନି ସ) କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଏନଏସି ପରିସରରେ ଆଜି ସହରର ୧୨ଟି ୱାର୍ଡର ହିତାଧିକାରୀ ମାନଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ କର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମ ରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର,ଜୁନାଗଡ଼ ନଗରପାଳ ମୁକେଶ ଅଗ୍ରୱାଲ, ଉପ ନଗରପାଳ ହିମାଦ୍ରୀ ନାଏକ ,କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରେମଲାଲ ହିଆଲ,ଏବଂ ସମସ୍ତ କାଉନସିଲର ଯୋଗ ଦେଇଥିଲେ । ସହରରେ ୨୦୬ ଜଣ ହିତାଧିକାରୀଙ୍କୁ କର୍ଯ୍ୟାଦେଶ ପ୍ରଦାନ କରାଯାଇଥିଲା । ମନୋଜ ବେହେରା ମଞ୍ଚ ପରିଚଳନା କରିଥିଲେ ।

ଜୁନାଗଡ଼ ରୁ ନରେନ୍ଦ୍ର ଖିତି ଙ୍କ ରିପୋର୍ଟ୍ 

Related posts

ଓଡ଼ିଶା ନାଟ୍ୟ ଦିବସ ଆମ ଗର୍ବ ଓ ଗୌରବର ପ୍ରତୀକ : ବରିଷ୍ଠ କଳାକାର ମହାସଂଘ

Sunil Chandra Nayak

ଡମ୍ବବସା ଆମ୍ବ ତୋଟାରେ ଶୀତଳ ଷଷ୍ଠୀ ଯାତ୍ରା

Sunil Chandra Nayak

ଏଫଏମୟୁରେ ବିକଶିତ ଭାରତ ଯୁବ ସଂସଦ କାର୍ଯ୍ୟକ୍ରମ ଉଦଘାଟିତ

masiha

Leave a Comment

error: Content is protected !!