ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାର୍ଷିକ ଉତ୍ସବ ଅନୁଷ୍ଠିତ

ବାର୍ଷିକ ଉତ୍ସବ ଅନୁଷ୍ଠିତ

ପାପଡାହାଣ୍ଡି,10/1, ମନିସ — ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଦଳେଇଗୁଡା ସରକାରି ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି | ପ୍ରଧାନ ଶିକ୍ଷୟତ୍ରୀ ପ୍ରଭାତୀ ବେହେରାଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ଏମପି ରମେଶ ମାଝୀ, ସମ୍ମାନୀତ ଅତିଥି ଡାବୁଗାଁ ବିଧାୟକ ମନୋହର ରନ୍ଧାରି, ବ୍ଲକ ଉପାଧକ୍ଷ ସୁଶାନ୍ତ କୁମାର ବେହେରା, ଜିଲ୍ଲା ମଙ୍ଗଳ ଅଧିକାରି ପାଲକା ରବୀନ୍ଦ୍ର,ଡବ୍ଲୁଇଓ ଦେବବ୍ରତ ପରିଡା, ବଦ୍ରି ନାରାୟଣ ସିଂ, ପ୍ରମୁଖ ଯୋଗଦେଇଥିଲେ | ଏହି ଅଵସରରେ ଅତିଥି ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପରେ ବିବରଣୀ ପଠନ ହୋଇଥିଲା | ଅତିଥି ମାନେ ନିଜ ନିଜର ଅଭିଭାଷଣ ରଖିଥିଲେ | ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଲାଭ କରିଥିବା ଛାତ୍ରୀଙ୍କୁ ଅତିଥି ପୁରସ୍କୃତ କରିଥିଲେ | ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା | କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷୟତ୍ରୀ ଶିକ୍ଷକ ସହଯୋଗ କରିଥିଲେ |

ପାପଡାହାଣ୍ଡି ରୁ ସ୍ଵପ୍ନ ଜିତ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଡାବୁଗାଁ ବଜାରରେ ଶ୍ରାବଣ ଛତୁ ଚାହିଦା ବୃଦ୍ଧି କିଲୋ ପିଛା ୮୦୦ରୁ ୧୦୦୦…

Sunil Chandra Nayak

ଓଡ଼ିଆ ଭାଷା ବିକାଶ ମଞ୍ଚ ର ସ୍ବଭାବକବି ଗଙ୍ଗାଧର ମେହେର ଙ୍କ ତିରୋଧାନ ଦିବସ ପାଳିତ

Sunil Chandra Nayak

ସରକାରୀ ଚାକିରୀର ପଦୋନ୍ନତିରେ ଅନିୟମିତତା. ହିରଣ୍ମୟୀ’ ରାୟର ଅପବ୍ୟବହାର:ପ୍ରତିବାଦ

Sunil Chandra Nayak

Leave a Comment

error: Content is protected !!