ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

କେନ୍ଦ୍ରାପଡ଼ା ଜିଲ୍ଲା କୃଷକ ମୋର୍ଚ୍ଚାର ମଣ୍ଡଳ ସତ୍ୟାପନ  ଏବଂ ସ୍ୱଚ୍ଛତା ସଫେଇ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା ଜିଲ୍ଲା କୃଷକ ମୋର୍ଚ୍ଚାର ମଣ୍ଡଳ ସତ୍ୟାପନ  ଏବଂ ସ୍ୱଚ୍ଛତା ସଫେଇ କାର୍ଯ୍ୟକ୍ରମ

ଭାରତୀୟ ଜନତାପାର୍ଟି କେନ୍ଦ୍ରାପଡ଼ା ଜିଲ୍ଲା କୃଷକ ମୋର୍ଚ୍ଚାର ମଣ୍ଡଳ ସତ୍ୟାପନ କାର୍ଯ୍ୟକ୍ରମ ଏବଂ ସ୍ୱଚ୍ଛତା ସଫେଇ କାର୍ଯ୍ୟକ୍ରମରେ ଆଜି ରାଜନଗର ନିର୍ବାଚନ ମଣ୍ଡଳୀର ବାରାହାପୁର ହନୁମାନ ମନ୍ଦିର ସଫେଇ କାର୍ଯ୍ୟକ୍ରମ ଏବଂ କୋଇଲିପୁର ପଞ୍ଚାୟତର ରାଧାକୃଷ୍ଣ ମନ୍ଦିର ସଫେଇ କାର୍ଯ୍ୟକ୍ରମ ରେ କୃଷକ ମୋର୍ଚ୍ଚା କେନ୍ଦ୍ରାପଡ଼ା ଜିଲ୍ଲା ସଭାପତି ଶ୍ରୀଧର ପ୍ରସାଦ ପ୍ରଧାନ, ଜିଲ୍ଲା ସାଧାରଣ ସମ୍ପାଦକ ବିଚିତ୍ର କୁମାର ପ୍ରଧାନ,ବିଶ୍ୱରଂଜନ ପଣ୍ଡା, ମଣ୍ଡିଚାଲ ଜିଲ୍ଲା ସଂଯୋଜିକା ଗୀତାଞ୍ଜଳି ଦାସ, ସହସଂଯୋଜକ ରମେଶ ମଳିକ,୩୧ନମ୍ବର କୃଷକ ମୋର୍ଚ୍ଚା ମଣ୍ଡଳ ସଭାପତି ଗୋବିନ୍ଦ ପରିଡା, ଆଶାଳତା ମଳିକ, ସହଦେଵ ସାହୁ, ପ୍ରମୁଖ ଅନେକ କୃଷକ ମୋର୍ଚ୍ଚା କାର୍ଯ୍ୟକର୍ତା ଯୋଗ ଦେଇଥିଲେ।

କେନ୍ଦ୍ରାପଡ଼ା ରୁ ସମୀର କୁମାର ପ୍ରଧାନ ଙ୍କ ରିପୋର୍ଟ ମସିହା ନିୟୁଜ!!

Related posts

ରାଇରଙ୍ଗପୁରରେ ପୁରୀ ଶ୍ରୀଜଗନ୍ନାଥଙ୍କ ଚାରି ଦ୍ବାର ସହ ରତ୍ନ ଭଣ୍ଡାର ଖୋଲିବା ପାଇଁ କଂଗ୍ରେସର ସଂକୀର୍ତ୍ତନ ସତ୍ୟାଗ୍ରହ

masiha

ବ୍ରହ୍ମଗିରି ଅଞ୍ଚଳରେ ୬ ବର୍ଷର ନାବାଳିକାକୁ ଦୁଷ୍କର୍ମ ଘଟଣା ,ପୀଡ଼ିତାଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ମଣ୍ଡଳୀ

Sunil Chandra Nayak

କୁଣ୍ତୁଳି ପଞ୍ଚାୟତରେ ବିଜେଡିର କର୍ମୀ ସମାବେଶ ଏବଂ ବିଶାଳ ମିଶ୍ରଣ ପର୍ବ , ଅନ୍ୟ ଦଳ ଛାଡି ବିଜେଡିରେ ଯୋଗ ଦେଲେ ଶତାଧିକ କର୍ମୀ

Sunil Chandra Nayak

Leave a Comment

error: Content is protected !!