ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶ୍ରୀ ଧିମନ୍ ଚକମା, ଆଇଏଏସ ଧର୍ମଗଡ ର ନୂତନ ଉପଜିଲ୍ଲାପାଳ

ଶ୍ରୀ ଧିମନ୍ ଚକମା, ଆଇଏଏସ ଧର୍ମଗଡ ର ନୂତନ ଉପଜିଲ୍ଲାପାଳ

ଶ୍ରୀ ଧିମନ୍ ଚକମା, ଆଇଏଏସ ଧର୍ମଗଡ ର ନୂତନ ଉପଜିଲ୍ଲାପାଳ ଭାବେ ଯୋଗ ଦେବେ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୨୧ ବ୍ୟାଚର ଆଇଏଏସ ଶ୍ରୀ ଧିମନ୍ ଚକମା ଏଥି ପୂର୍ବରୁ ମୟୂରଭଞ୍ଜ ଜିଲ୍ଲାର ବାରିପଦା ଠାରେ ଜଣେ ଆଇଏଫଏସ ଅଧିକାରୀ ଭାବେ ଅବସ୍ଥାପିତ ଥିଲେ।
ସୂଚନାଯୋଗ୍ୟ ଯେ, ବେଦ ଭୂଷଣ, ଆଇଏଏସ ବଦଳି ହେବା ପରେ ଦୀର୍ଘ ଛଅ ମାସ ହେଲା ଧର୍ମଗଡ ଉପଜିଲ୍ଲାପାଳ ପଦବୀ ଖାଲି ପଡିଥିଲା।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ 

masiha

ଉଦଯାପିତ ହେଲା ଜିଲ୍ଲା ସ୍ତରୀୟ ବିକାଶ ମେଳା ବିଭିନ୍ନ ବିଭାଗର ଆଇ ଇ ସି ସହିତ ପାରମ୍ପରିକ ଖାଦ୍ୟ ମେଳା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହେଲା

masiha

ବାସନ୍ତୀ ପାଠାଗାରରେ କୃତ୍ରିମ ବୁଦ୍ଧିମତା କାର୍ଯ୍ୟକ୍ରମ

Sunil Chandra Nayak

Leave a Comment

error: Content is protected !!