ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

୭୫ ତମ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ

୭୫ ତମ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ

ଜୁନାଗଡ଼,୨୧/୧(ମ ନି ସ)ଜୁନାଗଡ଼ ଠାରେ ଏନଏସି ସ୍ତରୀୟ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଏନଏସି ପରିସର ମଧ୍ୟରେ ଅନୁଷ୍ଠିତ ହୋଇଥିଲା।ନଗରପାଳ ମୁକେଶ ଅଗ୍ରୱାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଜୁନାଗଡ଼ ହାଇସ୍କୁଲ ପଡିଆ ଠାରେ ପତାକା ଉତ୍ତୋଳନ କରାଯିବ।ଏଥିରେ ପ୍ରଭାତ ଫେରି, ମହାପୁରୁଷଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ ଓ ପ୍ୟାରେଡ଼ ପ୍ରତିଯୋଗିତା ପ୍ରଭୁତି କାର୍ଯ୍ୟକ୍ରମ ନେଇ ଆଲୋଚନା ହୋଇଥିଲା। ସନ୍ଧ୍ୟାରେ ଏନଏସି ପରିସର ମଧ୍ୟରେ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଦେଶାତ୍ମକ ବୋଧକ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଗ୍ରନ୍ଥା ଗାରିକ କନ୍ଦର୍ପ ଗୁରୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ପାରିଷଦ ହିମାଦ୍ରୀ ସିନ୍ଦୁର ଧନ୍ୟବାଦ ଦେଇଥିଲେ।ଏଥିରେ ସହରର ପାରିଷଦ, ବୁଦ୍ଧିଜୀବୀ, ସାମ୍ବାଦିକ ବିଭିନ୍ନ ବିଦ୍ୟାଳୟ ର ଶିକ୍ଷକ ଓ ସହରବାସୀ ଉପସ୍ଥିତ ରହି ଥିଲେ।

ଜୁନାଗଡ଼ ରୁ ନରେନ୍ଦ୍ର ଖିତି ଙ୍କ ରିପୋର୍ଟ୍ 

Related posts

ମା ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟରେ ବିଶ୍ୱ ନୃତତ୍ତ୍ବ ଦିବସ ପାଳିତ

masiha

ସାମାଜିକ ସଂଗଠନ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଶୋକ 

masiha

ରାଇରଙ୍ଗପୁର ହାଇସ୍କୁଲର୮୪ତମ ସ୍ବନକ୍ଷତ୍ର ଦିବସ ପାଳିତ

masiha

Leave a Comment

error: Content is protected !!