ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଲଡୁଗାଁ ଉଚ୍ଚ ବିଦ୍ୟାଳୟରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନ

ଲଡୁଗାଁ ଉଚ୍ଚ ବିଦ୍ୟାଳୟରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନ

କୋକସରା,୨୪/୧ // କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଲଡୁଗାଁ ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇଛି। ଏହି ଦୁଇ ମହାନ ସଂଗ୍ରାମୀଙ୍କ କାର୍ଯ୍ୟକ୍ରମ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ଶିକ୍ଷକ ବୁଦ୍ଧରାମ ନାଏକ, ମୁଖ୍ୟବକ୍ତା ଭାବେ ସରୋଜ କୁମାର ସାହୁ ସମ୍ମାନିତ ଅତିଥି ଭାବେ ଡମ୍ବରୁଧର ନାଏକ, ସୀତାରାମ ରାଉତ, ରଞ୍ଜନ ନାଏକ, ଅକ୍ଷୟ ନାଏକ, ଶିଵ ଶବର ପ୍ରମୁଖ ଉପସ୍ଥିତ ରହି ଦୁଇ ସଂଗ୍ରାମୀ ନେତାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ସ୍ମୃତି ଚାରଣ କରିଥିଲେ। ମଞ୍ଚ ପରିଚାଳନା ନିରଞ୍ଜନ ନିଆଲ କରିଥିଲେ।

ମସିହା ନିୟୁଜ ସର୍ଭିସ୍ 

Related posts

ଧର୍ମଗଡ ମହିଳା ମହାବିଦ୍ୟାଳୟ ରେ କଳାହାଣ୍ଡି ସାଂସଦ ଓ ଧର୍ମଗଡ ବିଧାୟକଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

masiha

RAYAGADA: MAFIA SMUGGLES VALUABLE TIMBER AMIDST FOREST FIRE UNDER RAYAGADA FOREST RANGE

masiha

ବିପଦ ସଙ୍କୁଳ ଅବସ୍ଥାରେ ରାଜସ୍ଵ ନିରୀକ୍ଷକ ଙ୍କ କାର୍ଯ୍ୟାଳୟ 

masiha

Leave a Comment

error: Content is protected !!