ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ସ୍ବଚ୍ଛ ଭାରତ ଅଭିଯାନ କାର୍ଯକ୍ରମ

ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ସ୍ବଚ୍ଛ ଭାରତ ଅଭିଯାନ କାର୍ଯକ୍ରମ

କନ୍ଧମାଳ,ତା,୨୭/୦୧:(ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବଚ୍ଛ ଭାରତ ଅଭିଯାନ କାର୍ଯକ୍ରମ ଅନୁଷ୍ଠିତ ହେଇଥିଲା l ଏଥିରେ ଡ଼ଃ. ଅମିତ କୁମାର ବେହେରା, ଡ଼ଃ. ପ୍ରତ୍ୟୁଷ କୁମାର ସେନାପତି, ଡ଼ଃ. ବାସନ୍ତୀ ମଞ୍ଜରୀ ପାତ୍ର, ବିପିଏମ ଡ଼ଃ. ମହେନ୍ଦ୍ର ପ୍ରଧାନ ,ଶ୍ରୀମତୀ ଅନିତା ନାୟକ, ଅମୀର ସାହାଣୀ ଙ୍କ ସମେତ ବନବାସୀ ସେବା ସମିତିର କର୍ମକର୍ତ୍ତା, ସ୍ୱାସ୍ଥ୍ୟକେନ୍ଦ୍ର ର କର୍ମଚାରୀ ଓ ଏସଏଚଜି ଗ୍ରୁପର ମହିଳା ମାନଙ୍କ ଉପସ୍ଥିତରେ ‘ ସୁସ୍ଥ ପରିବେଶ ସଭିଙ୍କର ଦାୟିତ୍ବ’, ‘ ସୁସ୍ଥ ପରିବେଶ ସୁସ୍ଥ ସମାଜ ଗଠନ କରିବା’ ଭଳି ବିଭିନ୍ନ ସ୍ଲୋଗାନ ମାନ ଦେଇ ଏକ ଶୋଭାଯାତ୍ରା ସମଗ୍ର ସହର ପରିକ୍ରମା କରିବା ସହ ସଫେଇ କାର୍ଯକ୍ରମ କରାଯାଇଥିଲା ।ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀଙ୍କ ଏହିଭଳି ଜନହିତକର କାର୍ଯ୍ୟକୁ ସବୁ ମହଲରୁ ପ୍ରଶଂସା ମିଳିଥିଲା l

କନ୍ଧମାଳ ରୁ ସଞ୍ଜୟ କୁମାର ପାଣିଗ୍ରାହି ଙ୍କ ରିପୋର୍ଟ୍ 

Related posts

ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ଗଠିତ ,ମହାସଂଘ ସଭାପତି ହେଲେ ବରିଷ୍ଠ ସାମ୍ବାଦିକ ରବି ରଥ

Sunil Chandra Nayak

ସାଂସ୍କୃତିକ ଅନୁଷ୍ଠାନ ଓଜସ୍କରର ସମୀକ୍ଷା ବୈଠକ ଓ କର୍ମକର୍ତ୍ତା ଚୟନ

Sunil Chandra Nayak

ପ୍ରାଥମିକ ଶିକ୍ଷକ (ଏକ୍ସ -କ୍ୟାଡ଼ର )ସଂଘ ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ 

masiha

Leave a Comment

error: Content is protected !!