ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ତାଲିମ୍ ପ୍ରଦାନ ଶିବିର ଉଦଯାପିତ 

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ତାଲିମ୍ ପ୍ରଦାନ ଶିବିର ଉଦଯାପିତ 

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଛାତ୍ରୀଙ୍କୁ ଆତ୍ମରକ୍ଷା ତାଲିମ୍ ପ୍ରଦାନ ଶିବିରର ଉଦଯାପନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼ଃ.ମଧୁସୂଦନ ମହାପାତ୍ର, ମୁଖ୍ୟବକ୍ତା ଭାବେ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅମିତାସ୍ମିତା ନାୟକ , ଅଧିକାରିଣୀ ଅଧ୍ୟାପିକା ସଞ୍ଜୁକ୍ତା ନାୟକ, ଅଧ୍ୟାପିକା ଅରୁନ୍ଧତୀ ପ୍ରଧାନ, ପ୍ରାଶାସନିକ ଅଧିକାରୀ ଅଧ୍ୟାପକ ତେଜେଶ୍ଵର ନାୟକ, ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ପ୍ରମୁଖ ଉପସ୍ଥିତ ରହି ଆତ୍ମରକ୍ଷା ତାଲିମ ର ମୂଳ ଉଦେଶ୍ୟ ଓ କାର୍ଯ୍ୟକାରିତା ସମ୍ପର୍କରେ ଉଦବୋଧନ ଦେଇ ଉପସ୍ଥିତ ଛାତ୍ରୀ ମାନଙ୍କୁ ପ୍ରାଞ୍ଜଳ ଭାବେ ବୁଝାଇଥିଲେ । ଛାତ୍ରୀ ମାନେ ମଧ୍ୟ ନିଜ ନିଜର ଅନୁଭୂତି ବଖାଣି ଥିଲେ।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ଝରିଗାଁ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

masiha

ବିପଦରେ ବିସ୍ଥାପିତ ଗୋ’ ସମ୍ପଦା, ଗାଡିରେ ଚପି ସାତ ଗାଇ ମୃତ

Sunil Chandra Nayak

ସେବାଶ୍ରମରେ ଯୁବମୋର୍ଚ୍ଚା କୋଷାଧ୍ୟକ୍ଷ ପାଳିଲେ ରକ୍ଷାବନ୍ଧନ ପର୍ବ

Sunil Chandra Nayak

Leave a Comment

error: Content is protected !!