ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପୋଖରୀରେ ବୁଡି ଶିଶୁ ପୁତ୍ର ମୃତ

ପୋଖରୀରେ ବୁଡି ଶିଶୁ ପୁତ୍ର ମୃତ

ବସ୍ତା,13/02 : ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକର କନିଷ୍ଠ ଯନ୍ତ୍ରୀ ସୁପାହି ହାଁସଦାଙ୍କ ୭ ବର୍ଷ ର ପୁଅ ଲାଲ ମୋହନ ହାଁସଦା ବସ୍ତା ବ୍ଲକ ପରିସରରେ ଥିବା ପୋଖରୀରେ ବୁଡି ମୃତଘଟିଛି । ଆଜି ଦିନ ୧ଟା ସମୟରେ ପୋଖରୀ ପାଖରେ ଖେଳୁଥିବା ବେଳେ ଅସାବଧାନତା ବଶତଃ ପଡିଯାଇ ବୁଡ଼ି ଯାଇଥିଲା ।, ପୋଖରୀ କୋଳକୁ କିଛି କର୍ମଚାରୀ ଯାଇ ପାଣିରେ ଲାଲ୍ ମୋହନ କୁ ଦେଖି ଅନ୍ୟ କର୍ମଚାରୀଙ୍କ ସହାୟତାରେ ଉଦ୍ଧାର କରି ବସ୍ତା ଡାକ୍ତରଖାନା କୁ ନେଇଥିଲେ ମାତ୍ର ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ଏନେଇ ବସ୍ତା ଅଂଚଳରେ ଶୋକର ଛାୟା ଖେଳିଯାଇଛି ।

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ନୂଆପଡା ଜିଲ୍ଲା ସୁନାବେଡା ଅଭୟାରଣ୍ୟର ତଳି ଅଞ୍ଚଳ ତରିଆ ମୁହାଭଟ୍ଟା ରେ ପୁଣି ବାଘ ଆତଙ୍କ

Sunil Chandra Nayak

ନର୍ଲାବ୍ଲକ୍ ର ବିଶିଷ୍ଟ ରାଜନୀତିଜ୍ଞ ମାନଗୋବିନ୍ଦ ମହାନ୍ତିଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

masiha

ଧର୍ମଗଡ ଜିଲ୍ଲା ଘୋଷଣା ଦାବିରେ ଗୋଲାମୁଣ୍ଡା ରେ ଜିଲ୍ଲା ଗଠନ କ୍ରିୟାନୁଷ୍ଠାନ କମିଟିର ଜିଲ୍ଲା ସମ୍ବନ୍ଧୀୟ ପଥପ୍ରାନ୍ତ ସଚେତନତା ସଭା

masiha

Leave a Comment

error: Content is protected !!