ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କର୍ଲାମୁଣ୍ଡା: ଜଳଛତ୍ର ଖୋଲିବାକୁ ଦାବୀ

କର୍ଲାମୁଣ୍ଡା: ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ତାତି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି l କର୍ଲାମୁଣ୍ଡା ଅଞ୍ଚଳରେ ମଧ୍ୟାହ୍ନ ସମୟରେ ତାପମାତ୍ରା ୪୦ ଡ଼ିଗ୍ରୀରୁ ଉର୍ଦ୍ଧ୍ବ ରହୁଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି l ବିଶେଷ କରି ବାଟୋଇ ମାନେ ପାନୀୟ ଜଳ ବୁନ୍ଦାଏ ପାଇଁ ବହୁ ହଇରାଣ ହେଉଥିବା ଦେଖିବାକୁ ମିଳୁଛି l ଏଣୁ ଗ୍ରାମ ପଞ୍ଚାୟତର ନବ ନିର୍ବାଚିତ ସରପଞ୍ଚମାନେ ଏଥିପ୍ରତି ଦୃଷ୍ଟି ଦେଇ ଗ୍ରାମ ଗୁଡ଼ିକର ବିଭିନ୍ନ ଛକ ଓ ଜନଗହଳି ପୂର୍ଣ୍ଣ ସ୍ଥାନ ମାନଙ୍କରେ ଜଳଛତ୍ର ଖୋଲିବାକୁ ଅଞ୍ଚଳବସୀଙ୍କ ମଧ୍ୟରେ ଦାବୀ ହେଉଛି l କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଅରୂପ କୁମାର ବିଶ୍ବାଳ ଙ୍କ କବିତା ଘରେ ଘରେ ତ୍ରୀରଙ୍ଗା

Sunil Chandra Nayak

ସାହିତ୍ୟ ଅଗଣା

Sunil Chandra Nayak

ଥୁଆମୂଳ ରାମପୁର ବ୍ଳକ ବିଜେଡି ପକ୍ଷରୁ ଜୀବନବିନ୍ଧୁ ରକ୍ତଦାନ ଶିବିର ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!