ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବଣୁଆ ହାତୀ ଆକ୍ରମଣରେ ମହିଳା ଗୁରୁତର

ଢ଼େଙ୍କାନାଳ: ହିନ୍ଦୋଳ ଉପଖଣ୍ଡ ବାଲିମି ଥାନା ଅନ୍ତର୍ଗତ କୁକୁଟା ଗାଆଁ ର ଅହଲ୍ୟା ନାୟକ ନାମକ ଜନୈକା ମହିଳା ସକାଳୁ ସକାଳୁ ମହୁଲ ଫୁଲ ଗୋଟାଇବା ବେଳେ ପଛ ପଟରୁ ଏକ ବଣୁଆ ହାତୀ ଆକ୍ରମଣ କରିଛି । ଫଳ ରେ ଗଭୀର ଆଘାତ ପାଇ ସେ ଗୁରୁତର ଅବସ୍ଥାରେ ମେଡ଼ିକାଲ ରେ ଚିକିତ୍ସିତ ହେଉଛନ୍ତି।

ଢ଼େଙ୍କାନାଳ ରୁ ନାୟକ ଅକ୍ଷୟ ରାଜ ହସ୍ତୀ ଙ୍କ ରିପୋର୍ଟ୍

Related posts

ପ୍ରଶାସନ ପକ୍ଷରୁ ୩ ବେଆଇନ କ୍ଲିନିକ ସିଲ

Sunil Chandra Nayak

ଫରଙ୍ଗ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ରେ ରବିବାର ଦିନ୧୨ଟା ପରେ ରୋଗୀ ସେବା ବନ୍ଦ

Sunil Chandra Nayak

ରତିନାରାୟଣ ରାଉତ ଙ୍କ କବିତା ମା

Leave a Comment

error: Content is protected !!