ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭିସି ମାଧ୍ୟମରେ ସ୍ମାର୍ଟ ଲରନିଙ୍ଗ ସେଣ୍ଟର ଉଦଘାଟିତ

ଭିସି ମାଧ୍ୟମରେ ସ୍ମାର୍ଟ ଲରନିଙ୍ଗ ସେଣ୍ଟର ଉଦଘାଟିତ 

ପାପଡାହାଣ୍ଡି,19/2, ମନିସ — ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ଜଟାଵାଲ ହାଇସ୍କୁଲ ଓ ଦଳେଇଗୁଡା ଏସଏସଡ଼ି ବାଳିକା ଉଚ୍ଚ ବିଦ୍ୟାଳୟରେ ସୋମବାର ସ୍ମାର୍ଟ ଲରନିଙ୍ଗ ସେଣ୍ଟର ଉଦଘାଟିତ ହୋଇଛି | ଭିସି ମାଧ୍ୟମରେ ଏସଏସଡ଼ି କମିସନର ରୁପାରସନ ସାହୁ ଏହାର ଉଦଘାଟନ କରିଥିଲେ | ଦଳେଇଗୁଡା ଠାରେ ବ୍ଲକ ଉପାଧକ୍ଷ ସୁଶାନ୍ତ କୁମାର ବେହେରା ଯୋଗଦେଇ ଏହି ସ୍ମାର୍ଟ ଲାବ କକ୍ଷ ର ଉଦଘାଟନ କରିଥିଲେ | ବିଦ୍ୟାଳୟରେ ଅତିରିକ୍ତ ସମୟରେ ପିଲାମାନେ କମ୍ପୁଟର ସହ ସ୍ମାର୍ଟ କ୍ଲାସର ମଜା ନେବେ | ଆଜି ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପ୍ରଭାତୀ ବେହେରା, ଅଭିମନ୍ୟୁ ପାଣିଗ୍ରାହୀ ଓ ଅନ୍ୟାନ୍ୟ ଶିକ୍ଷୟତ୍ରୀ ଶିକ୍ଷକ ଉପସ୍ଥିତ ଥିଲେ |

ପାପଡାହାଣ୍ଡି ରୁ ସ୍ଵପ୍ନ ଜିତ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଜୁନାଗଡ଼ ରେ ଭାଜପା ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

Sunil Chandra Nayak

ଧର୍ମଗଡ଼: ଦଣ୍ଡପାଟ ଅଞ୍ଚଳରେ ଧର୍ମଗଡ ଜଗନ୍ନାଥ ସେବା ସମିତି ପକ୍ଷରୁ କମ୍ବଳ ବଣ୍ଟନ

masiha

ଆମେ ଜାଣିବା ଆମେ ଜିତିବା କାର୍ଯ୍ୟକ୍ରମ

masiha

Leave a Comment

error: Content is protected !!