ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଷ୍ଟ୍ରଭାଷା ପରୀକ୍ଷା ଦେଲେ ୧୭୨ ପରୀକ୍ଷାର୍ଥୀ

ରାଷ୍ଟ୍ରଭାଷା ପରୀକ୍ଷା ଦେଲେ ୧୭୨ ପରୀକ୍ଷାର୍ଥୀ

ରାଉରକେଲା: ସେକ୍ଟର ୬ ସ୍ଥିତ ରାଷ୍ଟ୍ରଭାଷା ପ୍ରଚାର ବିକାଶ ସଂସ୍ଥାନ ଆନୁକୂଲ୍ୟରେ ସେକ୍ଟର ୧୮ସ୍ଥିତ ଦୀପିକା ଇସ୍ପାତ ଶିକ୍ଷା ସଦନ କେନ୍ଦ୍ରରେ ରାଷ୍ଟ୍ରଭାଷା ପ୍ରଚାର ସମିତି (ୱର୍ଦ୍ଧା) ଅନ୍ତର୍ଗତ ରାଷ୍ଟ୍ରଭାଷା ପ୍ରାଥମିକ, ପ୍ରାରମ୍ଭିକ, ପ୍ରବେଶ, ପରିଚୟ, କୋବିଦ ଓ ରତ୍ନ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଗତ ଫେବୃୟାରୀ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ୪ଦିନ ଚାଲିଥିବା ପରୀକ୍ଷାରେ ରାଉରକେଲା ଓ ଆଖପାଖ ଅଞ୍ଚଳର ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ୧୭୨ଜଣ ପରୀକ୍ଷାର୍ଥୀ ଅଂଶଗ୍ରହଣ କରିଥିବା ସଂସ୍ଥାନର ମ୍ୟାନେଜିଙ୍ଗ ଟ୍ରଷ୍ଟି ତଥା ସମ୍ପାଦକ ଡ଼ଃ ଜଗନ୍ନାଥ ଦାଶ ଜଣାଇଛନ୍ତି।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ରାଜମିସ୍ତ୍ରୀ ସଂଘର ସାଧାରଣ ବୈଠକ 

Sunil Chandra Nayak

ପ୍ରାକୃତିକ ବିପର୍ଯ୍ୟୟ କୁ ମୁକାବିଲା କରିବା ପାଇଁ  ଧର୍ମଗଡ ଏନଏସି ର”ଟେବୁଲ ଟପ ଏକ୍ସରସାଇଜ” ବୈଠକ

masiha

ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଘାଟିତ 

masiha

Leave a Comment

error: Content is protected !!