ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମେଦନାରେ ଆମ ବ୍ୟାଙ୍କ ସେବା ଲୋକାର୍ପିତ 

ମେଦନାରେ ଆମ ବ୍ୟାଙ୍କ ସେବା ଲୋକାର୍ପିତ 

ଡାବୁଗାଁ, ୨୯/୨ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ର ଅଧୀନ ମେଦନା ପଞ୍ଚାୟତ କାର୍ଯ୍ୟ|ଳୟ ଠାରେ ଗୁରୁବାର ସନ୍ଧ୍ୟାରେ ଆମ ବ୍ୟାଙ୍କ ସେବା ଲୋକାର୍ପିତ ହୋଇଯାଇଛି | ଏଥିରେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ଦ୍ଵାରା ଆମ ବ୍ୟାଙ୍କ ସେବା କୁ ଉଦଘାଟନ କରିଥିଲେ | ପଞ୍ଚାୟତ କାର୍ଯ୍ୟ|ଳୟ ପରିସରରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ବିଡିଓ ଶରତ ମାଝି, ଏବିଡିଓ ପଦ୍ମନାଭ ତ୍ରିପାଠୀ, ଜିଲା ପରିଷଦ ସଭ୍ୟ ଗୁପ୍ତ ବିଶୋୟୀ, ମେଦନା ସରପଞ୍ଚ ସୁମିତ୍ରା ମାଝି, ସମିତିସଭ୍ୟା ଉମାବତୀ ଭତରା, ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ, ହିରେଣ୍ୟ ମାଝି, ସମସ୍ତ ୱାର୍ଡ ସଭ୍ୟା ସଭ୍ୟ ମାନେ ଉପସ୍ଥିତ ଥିଲେ | ଏହି ସଭାରେ ବହୁ ଜନସାଧାରଣ ଉପସ୍ଥିତ ଥିଲେ |

ଡାବୁଗାଁରେ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଯୋଡ଼ା ଟାଟାଷ୍ଟିଲ ମେଡିକାଲରେ ନିଜସ୍ୱ ଆମ୍ବୁଲାନ୍ସ ନାହିଁ, ଆବଶ୍ୟକ କର୍ମଚାରୀ ନିଯୁକ୍ତି ନ କରିବା ପାଇଁ ଭଡା ଗାଡି ଚାଲିଛି କି ? 

masiha

ତମାଖୁ ମୁକ୍ତ ଶିକ୍ଷାନୁଷ୍ଠାନ ସଚେତନତା

Sunil Chandra Nayak

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାର ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ, ୨୦୨ ଜଣ ନିର୍ମାଣ ଶ୍ରମିକଙ୍କୁ ୧୩ କୋଟି ୯୩ ଲକ୍ଷ ୫ ହଜାର ସହାୟତା ପ୍ରଦାନ

Sunil Chandra Nayak

Leave a Comment

error: Content is protected !!