ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରଞ୍ଜିତ ସିଂହ ବାବୁ ଚେସ କୋଚ୍ ଭାବେ କୃତିତ୍ୱ ଲାଭ 

ରଞ୍ଜିତ ସିଂହ ବାବୁ ଚେସ କୋଚ୍ ଭାବେ କୃତିତ୍ୱ ଲାଭ 

ଅନ୍ତର୍ଜାତିକ ଚେସ ଖେଳାଳି ତଥା ପାଟଣାଗଡ ବାସିନ୍ଦା ରଞ୍ଜିତ ସିଂହ ବାବୁ ଭାରତୀୟ ଚେସ ମହାସଂଘ ଦ୍ବାରା ତଥା ଭାରତୀୟ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ର ସହଯୋଗ ଓ ଅନ୍ତର୍ଜାତିକ ଚେସ ମହାସଂଘ ର ତତ୍ତ୍ବାବଧାନ ରେ ଭୂବନେଶ୍ବର ଠାରେ ଗତ ୧୫ ଡିସେମ୍ବର ୨୩ ରୁ ଆରମ୍ଭ ହୋଇ ୧୭ ଡିସେମ୍ବର ୨୦୨୩ ପ୍ରର୍ଯନ୍ତ ଆୟୋଜିତ ଚେସ କୋଚ ସେମିନାର ତଥା ପରିକ୍ଷାରେ ଭାରତର ବିଭିନ୍ନ ରାଜ୍ଯ ର ଜଣାଶୁଣା ୩୫ଜଣ କୋଚ ଅଂଶ ଗ୍ରହଣ କରିଥିଲେ। ଉକ୍ତ ପରିକ୍ଷାରେ ପାଟଣାଗଡ ର ରଞ୍ଜିତ ସିଂହ ବାବୁ ସଫଳତା ହୋଇଛନ୍ତି। ଏଥି ପାଇଁ ପାଟଣାଗଡ ଅଞ୍ଚଳ ର ଚେସ ଖେଳାଳୀ ମାନେ ଉତ୍ସାହିତ ଅଛନ୍ତି। ଚେସ ଖେଳ ର ପ୍ରସସା ତଥା ନୂତନ ଚେସ ଖେଳାଳୀଙ୍କୁ କୋଚିଂ ଦେବେ ବୋଲି ଶ୍ରୀ ବାବୁ କହିଛନ୍ତି।

ବଲାଙ୍ଗିର ରୁ ଦୁର୍ଯ୍ୟୋଧନ ବର୍ଗେ ଙ୍କ ରିପୋର୍ଟ୍ 

Related posts

ପ୍ରକାଶ ପାଇଲା ପ୍ରବନ୍ଧ ପ୍ରତିଯୋଗିତାର ଫଳାଫଳ, ପ୍ରଥମ ସ୍ଥାନରେ ବାଲେଶ୍ଵର

Sunil Chandra Nayak

ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟରେ ହର୍ଷୋଲ୍ଲାସର ସହିତ ଚନ୍ଦ୍ରଯାନ 3 ପାଇଁ ଅଭିନନ୍ଦନ ସଭା

masiha

ସାଇବର ସୁରକ୍ଷା ସଚେତନତା ରଥ କୁ ବିପୁଳ ସମର୍ଦ୍ଧନା

masiha

Leave a Comment

error: Content is protected !!