ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭାରସାମ୍ୟ ହରାଇ ରାସ୍ତା ଉପରକୁ ଓଲଟିଲା ଟ୍ରକ :ଅଳ୍ପକେ ବର୍ତ୍ତିଲେ ଚାଳକ

ଭାରସାମ୍ୟ ହରାଇ ରାସ୍ତା ଉପରକୁ ଓଲଟିଲା ଟ୍ରକ :ଅଳ୍ପକେ ବର୍ତ୍ତିଲେ ଚାଳକ

ବସ୍ତା,10/02 :ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ରବିବାର ଅପରାହ୍ନ ସମୟରେ ଜାମଶୂଳି ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତା ଉପରକୁ ଓଲଟିଲା ଟ୍ରକ,ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ l ସୂଚନା ଅନୁଯାୟୀ ଉକ୍ତ ଟ୍ରକଟି ବାଲିଆପାଳରୁ ବସ୍ତା ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା l ଫଳରେ ଚାଳକ ଅଳ୍ପକେ ବର୍ତ୍ତିଯାଇଛନ୍ତି l ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଂଚି ଅଧିକ ତଦନ୍ତ ଜାରୀ ରଖିଛି।

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ନଗର ଚିକିତ୍ସାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା

ଜାନୁଆରୀ ୧୧ରୁ ଜିଲ୍ଲା ସ୍ତରୀୟ ପ୍ରଜ୍ଞା ମେମୋରିଆଲ ଫୂଟବଲ ପ୍ରତିଯୋଗିତା

Sunil Chandra Nayak

ଧର୍ମଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

Sunil Chandra Nayak

Leave a Comment

error: Content is protected !!