ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁରେ ପୋଲିଂ ଅଧିକାରୀ ମାନଙ୍କୁ ତାଲିମ

ଡାବୁଗାଁରେ ପୋଲିଂ ଅଧିକାରୀ ମାନଙ୍କୁ ତାଲିମ 

ଡାବୁଗାଁ, ୧୨/୩ (ମ.ନି.ସ.) – ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ଭୈରବ ସ୍ନାତକ ମହାବିଦ୍ୟାଳୟ ଓ ଡାବୁଗାଁ ସରକାରୀ (ଏସଏସଡି) ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ପୋଲିଂ ଅଧିକାରୀ ମାନଙ୍କୁ ନେଇ ଏକ ତାଲିମ କାର୍ଯ୍ୟକ୍ରମ ମଙ୍ଗଳବାର ଆରମ୍ଭ ହୋଇଛି | ଏଥିରେ ୨ ସ୍ଥାନରେ ୯ ଟି କୋଠରିରେ ପ୍ରତ୍ୟେକ କୋଠରିରେ ୫୪ ଜଣ ଲେଖାଏଁ ୪୮୬ ଜଣ ତାଲିମ ନେଇଛନ୍ତି | ଏଥିରେ ନିର୍ବାଚନ ସମୟରେ ଇଭିଏମ ମେସିନ ପରିଚାଳନା ଓ ନିର୍ବାଚନୀ ସମ୍ବନ୍ଧୀୟ କାଜଗପତ୍ର କାର୍ଯ୍ୟ ପରିଚାଳନା ଉପରେ ତାଲିମ ଦିଆଯାଇଥିଲା | ଏହି ତାଲିମ କାର୍ଯ୍ୟକ୍ରମ ୧୫ ତାରିଖ ଦିନ ପର୍ଯ୍ୟନ୍ତ ଚାଲିବ | ଏଥିରେ ଡାବୁଗାଁ ବିଡିଓ ଶରତ ମାଝି, ଏବିଡିଓ ପଦ୍ମନାଭ ତ୍ରିପାଠୀ, କୋଷଗୁମୁଡା ବିଡିଓ, ତହସିଲଦାର, ସେକ୍ଟର ଅଧିକାରୀ ମାନେ ତାଲିମ ଦେଇଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ବସ୍ତି ବାସିନ୍ଦାଙ୍କୁ ଆଗ ଥଇଥାନ କଲାପରେ ଉଚ୍ଛେଦ ପାଇଁ ଯୋଜନା 

masiha

ଧର୍ମଗଡ କୃଷି ଜିଲ୍ଲା ଅଧିକାରୀଙ୍କ କାର୍ଯ୍ୟାଳୟ ରୁ ଗଡ଼ିଲା କୃଷି ଭିତ୍ତିକ ପ୍ରସାର ରଥ 

masiha

କଟକ ଜିଲ୍ଲା ଇପିଏଫ ପେନସନର୍ସ ସଂଘ କାର୍ଯ୍ୟକାରୀ କମିଟି ବୈଠକ 

Sunil Chandra Nayak

Leave a Comment

error: Content is protected !!