ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଦର୍ଶନଶାସ୍ତ୍ର ବିଭାଗ ଶେଷ ବର୍ଷ ପିଲାଙ୍କୁ ବିଦାୟ ସମ୍ବର୍ଦ୍ଧନା 

ଦର୍ଶନଶାସ୍ତ୍ର ବିଭାଗ ଶେଷ ବର୍ଷ ପିଲାଙ୍କୁ ବିଦାୟ ସମ୍ବର୍ଦ୍ଧନା 

କଟକ : କଟକ ସଦର ୪୨ ମୌଜା ସୁଦର୍ଶନ ଡିଗ୍ରୀ ମହାବିଦ୍ୟାଳୟର ଦର୍ଶନ ଶାସ୍ତ୍ର ବିଭାଗର ଶେଷ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ଦର୍ଶନ ଶାସ୍ତ୍ର ବିଭାଗର ମୁଖ୍ୟ ଅଧ୍ୟାପିକା ଶ୍ରୀମତୀ ରୁପନନ୍ଦା କାନୁନଗୋଙ୍କ ଅଧ୍ୟକ୍ଷତାରେ ଏକ ସଭା ଆୟୋଜନ କରାଯାଇଥିଲା । ଉକ୍ତ ସଭାରେ ମହାବିଦ୍ୟାଳୟର ଅଧକ୍ଷ ଡ଼.ବିଜୟ କୁମାର ପଟ୍ଟନାୟକ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ପ୍ରେରଣା ଦାୟୀ ବକ୍ତବ୍ୟ ପ୍ରଦାନ କରିଥିଲେ l ସଭାରେ ଅଧ୍ୟାପକ ବିଜୟ ସାହୁ,ଗଣେଷ ଦାସ,ବିରଞ୍ଚି ମହାପାତ୍ର,ଡ଼.ସସ୍ମିତା ରାଓ,ଡ଼.ସଂଘମିତ୍ରା ବିଶ୍ଵାଳ,ବିଜୟ ଚୌଧୁରୀ,ସୁପ୍ରିୟା ସାହୁ,ପ୍ରଫୁଲ୍ଲ ମହାନ୍ତି,ଦୀପ୍ତି ଦାସ ସୌମ୍ୟ,କମଳା, ପ୍ରଫୁଲ୍ଲ ପ୍ରମୁଖ ଯୋଗଦେଇ ସାହାଯ୍ୟ ସହଯୋଗ କରିଥିଲେ l ଶେଷରେ ଧନ୍ୟବାଦ ପ୍ରଦାନ କରିଥିଲେ ଛାତ୍ରୀ କ୍ରିଷ୍ଣା ମଞ୍ଜରି l

କଟକ ସଦର ରୁ ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

କଣ୍ଟାବାଞ୍ଜି ପ୍ରେସ କ୍ଲବ ଭବନ ପାଇଁ ଭୂମି ପୂଜନ

Sunil Chandra Nayak

ଭବାନିପାଟଣାରେ ଜିଲ୍ଲାସ୍ତରୀୟ ୭୪ ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

Sunil Chandra Nayak

ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ସମ୍ବିଧାନ ଦିବସ ପାଳିତ

masiha

Leave a Comment

error: Content is protected !!