ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଦ୍ୟୁତ ଖୁଣ୍ଟ କୁ ଧକ୍କା ଦେଲା ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ଚାଳକ,ଗୋରୁ ମୃତ

ବିଦ୍ୟୁତ ଖୁଣ୍ଟ କୁ ଧକ୍କା ଦେଲା ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ଚାଳକ,ଗୋରୁ ମୃତ

ବସ୍ତା,28/03 :ବସ୍ତା ଥାନା ଅନ୍ତର୍ଗତ ଗୁରୁବାର ଅପରାହ୍ନ ସମୟରେ ବୃନ୍ଦାବନପୁର ନିକଟରେ ବିଦ୍ୟୁତ ଖୁଣ୍ଟ କୁ ଧକ୍କା ଦେଲା ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ଚାଳକ,ଗୋରୁ ମୃତ ହୋଇଥିବା ଦେଖିବାକୁ ମିଳିଛି l ସୂଚନା ଅନୁଯାୟୀ ଉକ୍ତ ଟ୍ରାକ୍ଟର ଟି ଦରଡ଼ା ଅଭିମୁଖେ ଯାଉଥିବା ବେଳେ ବୃନ୍ଦାବନପୁର ନିକଟରେ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟ କୁ ଧକ୍କା ଦେଇଥିବା ବେଳେ ପାଖରେ ଥିବା ଗୋରୁ କୁ ଧକ୍କା ଦେଇଥିଲା l ଫଳରେ ଘଟଣା ସ୍ଥଳରେ ଗୋରୁର ମୃତ୍ୟୁ ହୋଇଥିବା ବେଳେ ଚାଳକ ଅଳ୍ପକେ ବର୍ତ୍ତିଯାଇଥିଲେ l ଘଟଣା ସ୍ଥଳରେ ପୋଲିସ ପହଂଚି ଅଧିକ ତଦନ୍ତ ଜାରୀ ରଖିଛି।

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ରଥ ଯାତ୍ରା ପାଇଁ ସମନ୍ୱୟ ବୈଠକ

Sunil Chandra Nayak

ଢେପାଗୁଡ଼ା ଗାଁ ନିକଟରେ ଥିବା ଅଧପନ୍ତରିଆ ବ୍ରିଜ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ବିଡିଓ ଙ୍କ ଜରିଆରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ 

masiha

ବିଡ଼ିଓ ଙ୍କ ଉପସ୍ଥିତିରେ ବନ୍ଧୁଗାଁ ପଞ୍ଚାୟତର ଅଭିଯୋଗ ଶୁଣାଣି ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!