ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଉପକୂଳ ଓଡ଼ିଶାରେ ବଢ଼ୁଛି ତାତି: ଅସହ୍ୟ ଗୁଳୁଗୁଳି ଅନୁଭୂତ.

ଉପକୂଳ ଓଡ଼ିଶାରେ ବଢ଼ୁଛି ତାତି: ଅସହ୍ୟ ଗୁଳୁଗୁଳି ଅନୁଭୂତ.

ଭୁବନେଶ୍ୱର: ଦିନ ସହ ବଢ଼ୁଛି ରାତିର ତାପମାତ୍ରା। ରାଜ୍ୟରେ ସ୍ୱାଭାବିକ ଠାରୁ ୩ ରୁ ୪ ଡିଗ୍ରି ଉପରେ ପାରଦ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାତିରୁ ମିଳିବନି ନିସ୍ତାର। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆହୁରି ମଧ୍ୟ କୁହାଯାଇଛି ଯେ ଉପକୂଳ ଓଡ଼ିଶାରେ ତାତି ସହ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ। ଲୋକେ ସନ୍ତୁଳି ହେବେ। ଦିନ ୧୦ ଟାରୁ ଅପରାହ୍ନ ୩ ଟାକୁ ପିକ୍ ଆୱାର ଘୋଷଣା କରାଯାଇଛି। ଏହି ସମୟରେ ବୟସ୍କ ଏବଂ ଶିଶୁଙ୍କୁ ସିଧାସଳଖ ଖରା ସଂସ୍ପର୍ଶରେ ନ ଆସିବାକୁ ପରାମର୍ଶ ଦିଆଯାଇଛି। ଏଣେ ଆଭ୍ୟନ୍ତରୀଣ ଓଡ଼ିଶାରେ ୪୦ ଡିଗ୍ରି ଅତିକ୍ରମ କରିବ ତାପମାତ୍ରା ବୋଲି ଚେତାବନୀ ଦେଇଛି ପାଣିପାଗ ବିଭାଗ। ଉପକୂଳ ଓଡ଼ିଶାରେ ୩୯ ଡିଗ୍ରୀ ସହ ୬୦ ପ୍ରତିଶତ ରହିବ ଆର୍ଦ୍ରତା ବୋଲି କୁହାଯାଇଛି।

ପ୍ରତି ନିଧି ରୁ ସମୀର କୁମାର ପ୍ରଧାନ ଙ୍କ ରିପୋର୍ଟ ମସିହା ନିୟୁଜ!!

Related posts

ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ପକ୍ଷରୁ ଗୋପବନ୍ଧୁ ଜୟନ୍ତୀ ପାଳନ

Sunil Chandra Nayak

କଟକ ରେ ଗଞ୍ଜାମ ର ଛଅ ଜଣ ସାହିତ୍ୟ ଅନୁଷ୍ଠାନ ର ସମ୍ପାଦକଙ୍କୁ ସମ୍ବର୍ଦ୍ଧନା

ପଣ୍ଡିତ କିଶୋର ଶତପଥୀଙ୍କ ପରଲୋକ

masiha

Leave a Comment

error: Content is protected !!