ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଅବକାରୀ ଚଢାଉରେ ୩ ଶହ ଲିଟର ମଦ ଜବତ ଓ ୯ ଶହ ଲିଟର ମହୁଲ ପୋଚ ନଷ୍ଟ 

ଅବକାରୀ ଚଢାଉରେ ୩ ଶହ ଲିଟର ମଦ ଜବତ ଓ ୯ ଶହ ଲିଟର ମହୁଲ ପୋଚ ନଷ୍ଟ 

ଡାବୁଗାଁ, ୩୦/୩ (ମ.ନି.ସ.)- ନବରଙ୍ଗପୁର ଜିଲ୍ଲା ଅବକାରୀ ଅଧିକ୍ଷକ ଅଭିରାମ ବେହେରା ଙ୍କ ନିର୍ଦ୍ଦେଶ କ୍ରମେ ଡାବୁଗାଁ ଥାନା ଅନ୍ତର୍ଗତ ବନ୍ଧକନା ଗ୍ରାମ ପାର୍ଶ୍ଵବର୍ତ୍ତୀ ନାଳ ଅଞ୍ଚଳ ଚଢାଉ କରି କୌଣସି ସ୍ଥାନରେ ଆସାମୀ ନ ଥିବା ଅବସ୍ଥାରେ ତିରିଶି ଲିଟର ମଦ ଜବତ କରିବା ସହ ନଅ ଶହ ଲିଟର ମହୁଲ ପୋଚ ନଷ୍ଟ କରାଯାଇ ଥିଲା lଅବକାରୀ ମାମଲା ନମ୍ବର ୨୨୬/୨୩-୨୪ରେ ଏକ ମାମଲା ରୁଜୁ କରାଯାଇ ଥିବା ବେଳେ ଉକ୍ତ ଚଢାଉ ରେ ଡାବୁଗାଁ ଅବକାରୀ ଥାନା ଅଧିକାରୀ ବୁଲୁ ପାତ୍ର ଙ୍କ ସହ ଅବକାରୀ ବିଭାଗର ଅନ୍ୟାନ୍ୟ କର୍ମଚାରୀ ସାମିଲ ରହି ଚଢାଉ ରେ ସହଯୋଗ କରିଥିଲେ l

ଡାବୁଗାଁ ରୁ ପ୍ରଜ୍ଞା ରଞ୍ଜନ ପରିଡ଼ା ଙ୍କ ରିପୋର୍ଟ

Related posts

ଘର କଳିକଜିଆରେ ପୁଅ ହାଣିଲା ବାପାକୁ

ସ୍ପଷ୍ଟ ଦିବାଲୋକରେ ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେବା ଘଟଣାରେ ୫ ଡ଼କାୟତ ଗିରଫ , ଧରାପଡ଼ିବା ଭୟରେ ବୋମା ପକାଇଲେ ଦୁର୍ବୃତ୍ତ

masiha

ଜମିଜମା ବିବାଦ କୁ ନେଇ ଗଣ୍ଡଗୋଳ ,ସାନ ଭାଇ ଓ ପୁତୁରାର ମାଡ଼ ରେ ବଡ଼ ଭାଇ ର ମୃତ୍ୟୁ ଅଭିଯୋଗ

Sunil Chandra Nayak

Leave a Comment

error: Content is protected !!