ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଅଜଣା ଗାଡି ଧକ୍କା ରେ ଯୁବକ ଆହତ, ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

ଅଜଣା ଗାଡି ଧକ୍କା ରେ ଯୁବକ ଆହତ, ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

ବସ୍ତା,04/04 : ବସ୍ତା ଥାନା 60 ନମ୍ବର ଜାତୀୟ ରାଜପଥର ଗୁରୁବାର ଅପରାହ୍ନ ସମୟରେ ବସ୍ତା ନିକଟରେ ଅଜଣା ଗାଡି ଧକ୍କା ରେ ଯୁବକ ଆହତ ହୋଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି l ସୂଚନା ଅନୁଯାୟୀ ଉକ୍ତ ଯୁବକ ଜଣଙ୍କ ରାସ୍ତା ପାର୍ଶ୍ୱରେ କ୍ଷତାକ୍ତ ହୋଇ ପଡ଼ିଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ବସ୍ତା ଡାକ୍ତରଖାନାକୁ ପଠାଇଥିବା ବେଳେ ଉକ୍ତ ଯୁବକଙ୍କ ପରିଚୟ ମିଳିପାରିନାହିଁ l ତେବେ କୌଣସି ଏକ ଅଜଣା ଗାଡି ଧକ୍କା ଦେଇଛି ବୋଲି ଅନୁମାନ କରାଯାଉଛି।

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ଦୁଇ ଦୁଇ ଥର ବିଦ୍ୟୁତ ତାର ଚୋରି, ବାଘ ମୁଣ୍ଡା ଗାଁ ଅନ୍ଧାରରେ 

masiha

ବାଢ଼ କାଟିବାକୁ କେନ୍ଦ୍ରକରି ଗଣ୍ଡଗୋଳ:ଫାଣ୍ଡିରେ ମାମଲା

masiha

ଆସିକା ରେ ମୋବାଇଲ ଦୋକାନରୁ ଚୋରି

masiha

Leave a Comment

error: Content is protected !!