ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ସଂରକ୍ଷିତ ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗ, ଯୁବକ କୋର୍ଟ ଚାଲାଣ

ସଂରକ୍ଷିତ ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗ, ଯୁବକ କୋର୍ଟ ଚାଲାଣ

କୋକସରା,୯/୪ // ଧର୍ମଗଡ ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲରେ ବେଆଇନ ଭାବେ ପୋଡ଼ୁ ଚାଷ ପାଇଁ ଜଙ୍ଗଲରେ ନିଆଁ ଲଗାଉଥିବା ସମୟରେ ଜଣେ ଗିରଫ ହୋଇଛି । କୌଣସି ସୂତ୍ରରୁ ଖବର ପାଇ ଆମପାଣି ଫରେଷ୍ଟର ମନୀଷା ପଟ୍ଟନାୟକଙ୍କ ନେତୃତ୍ୱରେ କର୍ମଚାରୀ ମାନେ କଳାହାଣ୍ଡି ଓ ନବରଙ୍ଗପୁର ସୀମାନ୍ତ ବଡ଼ ବାରଲୀ ଅଞ୍ଚଳର ମିନୁ ଯାନୀଙ୍କ ପୁଅ ରାମ ଯାନୀ (୪୦) କୁ ଘଟଣାସ୍ଥଳରୁ ଗିରଫ କରି କୋକସରା ଜେ ଏମ ଏଫ ସି କୋର୍ଟରେ ହାଜର କରିବା ପରେ କୋର୍ଟ ଚାଲାଣ କରିଥିବା ନେଇ ଆମପାଣି ଫରେଷ୍ଟର ମନୀଷା ପଟ୍ଟନାୟକ ସୂଚନା ଦେଇଛନ୍ତି।

ମସିହା ନିୟୁଜ୍ ସର୍ଭିସ୍ 

Related posts

ଜଣେ ବ୍ଯକ୍ତି ବେକରେ ଗାମୁଛା ଦେଇ ଆତ୍ମହତ୍ୟା 

masiha

ମନ୍ଦିର ରୁ ଚୋରି ଘଟଣା ,ଚୋରି ୬ ରୂପା ମୁକୁଟ ଉଦ୍ଧାର ଅଭିଯୁକ୍ତ ଗିରଫ

Sunil Chandra Nayak

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା

masiha

Leave a Comment

error: Content is protected !!