ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବିଜେପିର ୪୨ତମ ପ୍ରତିଷ୍ଠା ଦିବସ ପାଳିତ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଖଲିଆପାଲି ଶୈବ ପିଠରେ ଯୋରାଡବରା ମଣ୍ଡଳ ପକ୍ଷରୁ ମଣ୍ଡଳ ସଭାପତି ଦଶରଥ ସାହୁଙ୍କ ନେତୃତ୍ବରେ ୪୨ ତମ ଭାରତୀୟ ଜନତା ପାର୍ଟିର ପ୍ରତିଷ୍ଠା ଦିବସ ପାଳନ କରାଯାଇ ଥିଲା l ଏଥିରେ ମଣ୍ଡଳ ଯୁବ ମୋର୍ଚ୍ଚା ସଭାପତି ନବୀନ କିଶୋର ସାହୁ, କୃଷକ ମୋର୍ଚ୍ଚା ସଭାପତି କୁଞ୍ଜ ସାହୁ, ଓବିସି ମୋର୍ଚ୍ଚା ସଭାପତି ଶିଶିର ସାହୁ, ଜିଲ୍ଲା ଏସି ମୋର୍ଚ୍ଚା ସଭାପତି ଗଣେଶ କୁମାର, ପୂର୍ବତନ ଜିଲ୍ଲାପରିଷଦ ସଭ୍ୟା ପୁଷ୍ପକାନ୍ତି କୁମାର, ଜିଲ୍ଲା ପ୍ରତିନିଧି ବଲ୍ଲଭ ସାହୁ, ସାଧାରଣ ସଂପାଦକ ଗୋପି ସାହୁ, ଲିଙ୍ଗ ସାହୁ, ଅଶୋକ ସାହୁ, ନିଶାମଣୀ ସାହୁ, ରାଜିବ ସାହୁ ଓ ମଣ୍ଡଳର ସମସ୍ତ ବରିଷ୍ଠ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ l କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଶୁଭ୍ରାଂଶୁ ଶେଖର ପାଢୀ ଙ୍କ କବିତା ପାର୍ବଣେ ନବଦୁର୍ଗା

Sunil Chandra Nayak

ଜୟ କୁମାର ମିଶ୍ର ଙ୍କ କବିତା ଆମର ନଟିଆ, ବଡ଼ ଉଚ୍ଚାଟିଆ

ମଠକରଗୋଳା ମହାବିଦ୍ୟାଳୟରେ ଏନ୍.ଏସ.ଏସ ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!