ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଦ୍ୱାରିକା ନିକଟରେ ବାଲି ବୋଝେଇ ଟ୍ରାକ୍ଟରକୁ ଜବତ କଲା ପୋଲିସ 

ଦ୍ୱାରିକା ନିକଟରେ ବାଲି ବୋଝେଇ ଟ୍ରାକ୍ଟରକୁ ଜବତ କଲା ପୋଲିସ 

ବସ୍ତା,14/04 : ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ରବିବାର ଅପରାହ୍ନ ସମୟରେ ଦ୍ୱାରିକା ନିକଟରେ ବାଲି ବୋଝେଇ ଟ୍ରାକ୍ଟରକୁ ଜବତ କରିଛି ପୋଲିସ l ସୂଚନା ଅନୁଯାୟୀ ଉକ୍ତ ବାଲି ବୋଝେଇ ଟ୍ରାକ୍ଟର ବାଲିଆପାଳ ଅଭିମୁଖେ ଯାଉଥିବା ବେଳେ ଦ୍ୱାରିକା ନିକଟରେ ପୋଲିସ ଅଟକାଇ ପୋଲିସ କାଗଜ ପତ୍ର ଯାଞ୍ଚ କରିଥିଲେ l ପରେ କାଗଜ ପତ୍ର ସଠିକ ନ ଥିବା ଜଣାପଡିଵା ପରେ ଉକ୍ତ ବାଲି ବୋଝେଇ ଟ୍ରାକ୍ଟର ଜବତ କରିଥିବା ଦେଖିବାକୁ ମିଳିଛି।

ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ଷ୍ଟେଟ ବ୍ୟାଙ୍କ ଏଟିଏମ ରୁ ଟଙ୍କା ଲୁଟ, ଘଟଣା ବର୍ତ୍ତମାନ ସୁଦ୍ଧା  ପୁଲିସର ହାତ ଖାଲି

masiha

ସାଇବର ଅପରାଧୀଙ୍କ ନୂଆ କୌଶଳ  ଏସବିଆଇ ୟୋନୋ ଆପ ନାମରେ ଠକି ନେଲେ ୩୭ ହଜାର ଟଙ୍କା

masiha

ବାଲିଗୁଡ଼ାରୁ ରୂପା ଅଳଙ୍କାର ଲୁଟିଥ‌ିବା ଲୁଟେରା ଗଞ୍ଜାମରୁ ଗିରଫ: ରୂପା ଅଳଙ୍କାର ଜବତ 

masiha

Leave a Comment

error: Content is protected !!