ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ବିଜେପି ର ମିଶ୍ରଣ ପର୍ବ ଅନୁଷ୍ଠିତ 

ବିଜେପି ର ମିଶ୍ରଣ ପର୍ବ ଅନୁଷ୍ଠିତ 

ବସ୍ତା,14/04 :ନିର୍ବାଚନ ପୁର୍ବରୁ ପ୍ରତ୍ୟେକ ରାଜନୈତିକ ଦଳ ମିଶ୍ରଣ ପର୍ବ କରି ସେମାନଙ୍କ ଶକ୍ତି ବୃଦ୍ଧି କରିବାରେ ଲାଗିଛନ୍ତି,ସୋମବାର ରାତି ସମୟରେ ବାଲେଶ୍ୱର ଜିଲ୍ଲା ବସ୍ତା ନିର୍ବାଚନ ମଣ୍ଡଳିର ବାଲିକୋଟି ଠାରେ ବିଜେପିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା,ଏହି ମିଶ୍ରଣ ପର୍ବରେ ବିଜେଡିର 200 ରୁ ଉର୍ଧ୍ଵ କର୍ମୀ ଭାରତୀୟ ଜନତା ପାର୍ଟିରେ ଯୋଗ ଦାନ କରିଛନ୍ତି,ବାଲେଶ୍ୱର ଲୋକସଭା ସାଂସଦ ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଶଡଙ୍ଗୀ ,ବିଜେପି ନେତା ରବିନ୍ଦ୍ର ନାଥ ଅଣ୍ଡିଆ,ମହେଶ୍ୱର ଜେନା,ବିକାଶ ଗିରି,ସଞ୍ଜିବ ପାଢି,ରବିନ୍ଦ୍ର ଜୈନଙ୍କ ସମେତ ବହୁ ବିଜେପି କର୍ମକର୍ତ୍ତା ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ମମତା ରାଣୀ ଗୋପାଳ ଧର୍ମଗଡ଼ ବ୍ଲକ ବିଜୁ ଜନତା ଦଳର ସଭାନେତ୍ରୀ ନିଯୁକ୍ତ

Sunil Chandra Nayak

ବହଳଦା ର ପୂର୍ବତନ ବିଧାୟକ ପ୍ରହ୍ଲାଦ ପୂର୍ତ୍ତି ଙ୍କୁ, ନୟାଗଡ଼ ଜିଲ୍ଲା ସଭାପତି ଚୟନ କମିଟିର ପର୍ଯ୍ୟବେକ୍ଷକ ସଦସ୍ୟ ମନୋନୀତ 

Sunil Chandra Nayak

ବିଜେପି ର ବିଜୟ ଉତ୍ସବ ପାଳିତ

Sunil Chandra Nayak

Leave a Comment

error: Content is protected !!