ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଇକ କୁ ପଛପଟୁ ଧକ୍କା ଦେଲା ଅନ୍ୟ ଏକ ବାଇକ, ଦୁଇ ଆହତ

ବାଇକ କୁ ପଛପଟୁ ଧକ୍କା ଦେଲା ଅନ୍ୟ ଏକ ବାଇକ, ଦୁଇ ଆହତ

ବସ୍ତା,16/04 : ବାଲେଶ୍ୱର ଜିଲ୍ଲା ବସ୍ତା ଥାନା 60 ନମ୍ବର ଜାତୀୟ ରାଜପଥର ମଙ୍ଗଳବାର ସକାଳ ସମୟରେ କିଆପଣିସି ପୋଲ ନିକଟରେ ବାଇକ କୁ ପଛପଟୁ ଧକ୍କା ଦେଲା ଅନ୍ୟ ଏକ ବାଇକ, ଦୁଇ ଆହତ ହୋଇ ବସ୍ତା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି l ସୂଚନା ଅନୁଯାୟୀ ଉକ୍ତ ବାଇକ ଚାଳକ ବସ୍ତା ଅଭିମୁଖେ ଯାଉଥିବାବେଳେ ପଛରୁ ଅନ୍ୟ ଏକ ବାଇକ ଆସି ଉକ୍ତ ବାଇକକୁ ପଛପଟୁ ଧକ୍କା ଦେଇଥିଲା ଫଳରେ ଦୁଇଜଣ ଆହତ ହୋଇଥିଲେ l ସ୍ଥାନୀୟ ଲୋକେ ସେମାନଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରି ବସ୍ତା ଡାକ୍ତରଖାନାକୁ ପଠାଇଥିବା ବେଳେ ଆହତ ଦୁଇଜଣଙ୍କ ପରିଚୟ ମିଳିପାରିନାହିଁ l

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ରାଇରଙ୍ଗପୁରରେ ଗଜାନନ ବେଶରେ ଦର୍ଶନ ଦେଲେ ସାଆନ୍ତେ 

masiha

ଦୁଇ ବାଇକ ମୁହାଁ ମୁହଁ ଧକ୍କା,ଜଣେ ମୃତ ଦୁଇଜଣ ଗୁରୁତର

masiha

ବ୍ଲକ ସ୍ତରିୟ ଯାଦବ ସମାଜ ନୁଆଁଖାଇ ଭେଟଘାଟ

masiha

Leave a Comment

error: Content is protected !!