ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭାରସାମ୍ୟ ହରାଇ ସୁରକ୍ଷା ବାଡ଼କୁ ଧକ୍କା ଦେଲା ଟ୍ରକ, ଚାଳକ ଆହତ, ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

ଭାରସାମ୍ୟ ହରାଇ ସୁରକ୍ଷା ବାଡ଼କୁ ଧକ୍କା ଦେଲା ଟ୍ରକ, ଚାଳକ ଆହତ, ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

ବସ୍ତା,20/04 :ବାଲେଶ୍ୱର ଜିଲ୍ଲା ବସ୍ତା ଥାନା 60 ନମ୍ବର ଜାତୀୟ ରାଜପଥ ଜୁଣବଳଦା ନିକଟରେ ଶନିବାର ରାତି ସମୟରେ ଭାରସାମ୍ୟ ହରାଇ ସୁରକ୍ଷା ବାଡ଼କୁ ଧକ୍କା ଦେଲା ଟ୍ରକ, ଚାଳକ ଆହତ ହୋଇ ବସ୍ତା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି l ସୂଚନା ଅନୁଯାୟୀ ଉକ୍ତ ଟ୍ରକଟି ବାଲେଶ୍ୱର ବାହାରି ରୁ ଜଳେଶ୍ୱର ଅଭିମୁଖେ ଯାଉଥିବା ବେଳେ ଜୁଣବଳଦା ନିକଟରେ ଭାରସାମ୍ୟ ହରାଇ ସୁରକ୍ଷା ବାଡ଼କୁ ଧକ୍କା ଦେଇଥିଲା ଟ୍ରକ,ଫଳରେ ଚାଳକ କେବିନ ଚାପି ହୋଇ ଯାଇଥିଲେ l ଫଳରେ ଅଗ୍ନିଶମ ଅଧିକାରୀ ଘଟଣା ସ୍ଥଳରେ ପହଂଚି ଆହତ ଚାଳକଙ୍କୁ ଉଦ୍ଧାର କରି ବସ୍ତା ଡାକ୍ତରଖାନାକୁ ପଠାଇଥିଲେ l

ବସ୍ତା ରୁ ଜଗତ କୁମାର ଗିରି ଙ୍କ ରିପୋର୍ଟ୍ 

Related posts

ବିଡ଼ିଓ ଙ୍କ ଉପସ୍ଥିତିରେ ବନ୍ଧୁଗାଁ ପଞ୍ଚାୟତର ଅଭିଯୋଗ ଶୁଣାଣି ଅନୁଷ୍ଠିତ

Sunil Chandra Nayak

ବନ୍ଧୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବନ ମୋହଉତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ 

କୁପାରୀ କପିଳ ମୁନି ମେଳା କମିଟି ତରଫରୁ ସାମ୍ବାଦିକ ସମ୍ମିଳନୀ

Sunil Chandra Nayak

Leave a Comment

error: Content is protected !!