ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଅବକାରୀ ଚଢାଉ ୧ ଗିରଫ 

ଅବକାରୀ ଚଢାଉ ୧ ଗିରଫ 

ଡାବୁଗାଁ, ୨୦/୪ (ମ.ନି.ସ.)- ନବରଙ୍ଗପୁର ଜିଲାର ଜିଲାପାଳ ଡ. କମଳ ଲୋଚନ ମିଶ୍ର ଓ ଜିଲା ଅବକାରୀ ଅଧିକ୍ଷକ ଅଭିରାମ ବେହେରା ଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ବିଭାଗ ତରଫରୁ ଡାବୁଗାଁ ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ଶନିବାର ଚଢାଉ କରାଯାଇଥିଲା | ମେଦନା ଗ୍ରାମର ହୀରେନ୍ଦ୍ର ଗୌଡ ଙ୍କ ଘରେ ଚଢାଉ କରି ୧୨ ଲିଟର ବିୟର ଜବତ କରଯାଇଥିଲା | ଏଥିରେ ସମ୍ପୃକ୍ତ ମେଦନା ଗ୍ରାମର ହୀରେନ୍ଦ୍ର ଗୌଡ (୨୪) କୁ ଗିରଫ କରାଯାଇଛି | ଏହି ଚଢାଉରେ ଅବକାରୀ ନିରିକ୍ଷକ ରଞ୍ଜୁଲତା ବାରିକ ଙ୍କ ତତ୍ଵାବଧାନ ରେ ଡାବୁଗାଁ ଅବକାରୀ ଇଉପିଏ ନିରିକ୍ଷକ ବୁଲୁ ପାତ୍ର, ସହ ଉପନିରିକ୍ଷକ ସୁରେନ୍ଦ୍ର କୁମାର ପଣ୍ଡା, କର୍ମଚାରୀ ସୁରେଖା ଭତ୍ରା, ନାରାୟଣ ମୁଦୁଲି ଓ ଶ୍ରୀକାନ୍ତ ବିଶୋୟୀ ପ୍ରମୁଖ ସାମିଲ ଥିଲେ | ଏନେଇ ଡାବୁଗାଁ ଅବକାରୀ କାର୍ଯ୍ୟ|ଳୟ କେସ ନଂ ୧୨/୨୦୨୪-୨୫ ରେ ଏକ ମାମଲା ରୁଜୁ କରାଯାଇଛ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ନାରାୟଣପାଟଣା ଅବକାରୀ ବିଭାଗ ପକ୍ଷରୁ ଚୋରା ମଦ ବ୍ୟବସାୟ ଧରି କୋର୍ଟ ଚାଲାଣ 

masiha

ନବଜାତ ଶିଶୁପୁତ୍ର ଅଲୋଡା ! ଶିଶୁର ମୃତଦେହକୁ ଝୁଣୁଥିବା କୁକୁର ମୁହଁରୁ ଗ୍ରାମବାସୀଙ୍କ ଦ୍ବାରା ଉଦ୍ଧାର 

ଅବକାରୀ ବିଭାଗ ତରଫରୁ ଚଢ଼ାଉ, ସ୍କୁଟିରେ ଥିବା ୩୫ ଲି ଦେଶୀ ମଦ ଜବତ ସହ ଜଣେ ଗିରଫ

Sunil Chandra Nayak

Leave a Comment

error: Content is protected !!