ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଙ୍କ ଜୟନ୍ତୀ ପାଳନ

ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଙ୍କ ଜୟନ୍ତୀ ପାଳନ

କୋରାପୁଟ :- କୋରାପୁଟ ଜିଲ୍ଲା ସଦର ମହକୁମା ଠାରେ ଫାୟାର ଷ୍ଟେସନ ଛକ ନିକଟସ୍ଥ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଙ୍କ ଜୟନ୍ତୀ ପାଳନ l ଉପ ଜିଲ୍ଲାପାଳ ବେଣୁଧର ଶବର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ପୌର ପରିଷଦ ର ନିର୍ବାହୀ ଅଧିକାରୀ ଦୁତିକୃଷ୍ଣ ପାତ୍ର, ଜିଲ୍ଲା ସୂଚନା ଓ଼ ଲୋକ ସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସା, ଜିଲ୍ଲା ସ୍ମାରକୀ କମିଟିର ସଭ୍ୟ ମାନେ ଉପସ୍ଥିତ ଥିଲେ l

ଗୌରୀ ଶଙ୍କର ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ , ପଞ୍ଚାୟତ ସମିତି ବୈଠକ ରେ ଅନୁପସ୍ଥିତ ଥିବା ଅଧିକାରୀଙ୍କ ଦରମା ବନ୍ଦ ପାଇଁ ସରକାରଙ୍କ ଅବଗତି ପାଇଁ ପ୍ରସ୍ତାବ ଗୃହୀତ

Sunil Chandra Nayak

ଧରାକୋଟ ରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

Sunil Chandra Nayak

ଜାତୀୟ ମାନବ ଅଧିକାର ସାମ୍ମୁଖ୍ୟ ପକ୍ଷରୁ କେନ୍ଦ୍ରାପଡ଼ା ଜିଲ୍ଲା ସ୍ତରୀୟ ମାନବାଧିକାର କର୍ମୀ ବୈଠକ 

Leave a Comment

error: Content is protected !!